Posted inରାଜ୍ୟ

ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୧- ଓଡ଼ିଶାରେ ବୁଧବାର ୧୦୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସମ୍ବଲପୁରରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୧୯ ଜଣ କରୋନା ଆକ୍ରାନ୍ତ। ସେହିଭଳି ପୁରୀରୁ ୧୭, ସୁନ୍ଦରଗଡ଼ରୁ ୧୫, ନୂଆପଡ଼ାରୁ ୧୦, ବାଲେଶ୍ୱରରୁ ୯, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୫, ଜଗତ୍‌ସିଂପୁରରୁ ୪, ବରଗଡ଼, ଯାଜପୁର ଓ ଝାରସୁଗୁଡ଼ାରୁ ୩, କଟକ, ଗଞ୍ଜାମ ଓ ସୋନପୁରରୁ ୨, ଦେଓଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରପଡ଼ା, ରାୟଗଡ଼ା ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?