ହନୁମାନଙ୍କ ପୀଠରେ ୧୦୮ ହନୁମାନ ଚାଳିଶା:ରାମ ନାମରେ କମ୍ପିଲା ପୀଠ

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ):ଗଞ୍ଜାମ ସହର ଗ୍ରାସୀମ କମ୍ପାନୀ ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶନିବାର ୧୦୮ ହନୁମାନ ଚାଳିଶା ଅନୁଷ୍ଠିତ ହୋଇଥିଲା l ରାମନାମରେ ପ୍ରକମ୍ପିତ ହୋଇଥିଲା ହନୁମାନଙ୍କ ପୀଠ। ମନ୍ଦିର ପୂଜକ ମହେଶ କୁମାର ଆଚାର୍ଯ୍ୟ, ପୁରୋହିତ ଚିନ୍ମୟ ଷଡଙ୍ଗୀ, ନୃସିଂହ ପୂଜକ ରାଜେନ୍ଦ୍ର ରଥ ପ୍ରମୁଖଙ୍କ ଦ୍ୱାରା ଅର୍ପଣ ଓ ହୋମ କାର୍ଯ୍ୟ ସମ୍ପର୍ଣ ହୋଇଥିଲା। ଗାୟକ ରମେଶ ଚନ୍ଦ୍ର ପଲାଇ, ମୋହନ ସରୋଜ ତରାଇ, ମୃଦଙ୍ଗ ବlଦକ ନବ ନାହାକ ପ୍ରମୁଖ ଉପସ୍ଥିତ ରହି ୧୦୮ ଚାଳିଶା ଗାନ କରିଥିଲେ l ସାହୁ ଓ ପ୍ରଧାନ ପରିବାର ସହଯୋଗ ପରିଚାଳନା କରିଥିଲେ l ପ୍ରତିବର୍ଷ ଉକ୍ତ ପୀଠରେ ୧୦୮ ହନୁମାନ ଚାଳିଶା ଅନୁଷ୍ଠିତ ହୋଇ ଆସୁଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri