ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେହିପରି ମାଓବାଦୀ ବିରୋଧୀ ଅଭିଯାନରେ ଗୁଇନ୍ଦା ସୂଚନା ଆଧାରରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେଶନ ସମୟରେ ବିପୁଳ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଥିବା ମଧ୍ୟ ଜଣାପଡିଛି। ଯାହାକି ମାଓବାଦୀ ସଂଗଠନର କାର୍ଯ୍ୟକଳାପକୁ ଏକ ବଡ଼ ଧକ୍କା ଦେବ ବୋଲି ଅନୁମାନ କରାଯାଉଛି।

ବିଜାପୁର ଜିଲା ସମେତ ବସ୍ତର ରେଞ୍ଜରର ବିଭିନ୍ନ ଜିଲାରେ ସୁରକ୍ଷା ବାହିନୀ ଅପରେସନ କରିବା ସହ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର, ବିସ୍ଫୋରକ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରିଥିଲେ। ଏହି ସମସ୍ତ ଉଦ୍ଧାର ସାମଗ୍ରୀ ଜଗଦଲପୁର ରେଞ୍ଜ ମୁଖ୍ୟାଳୟରେ ଆୟୋଜିତ ଆତ୍ମସମର୍ପଣ ଏବଂ ପୁନର୍ବାସ କାର୍ଯ୍ୟକ୍ରମରେ ପ୍ରଦର୍ଶିତ ହେବ ବୋଲି ସୁରକ୍ଷା ବାହିନୀ ପକ୍ଷରୁ ସୂଚନା ମିଳିଛି। ତେବେ ଖୁବଶୀଘ୍ର ଏ ନେଇ ସାମ୍ବାଦିକ ସମ୍ମିଳନୀରେ ପୋଲିସ ସୂଚନା ଦେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri