ଆଲପ୍ସ୍‌ରୁ ଉଦ୍ଧାର ହେଲେ ୧୦୭ ଶିକ୍ଷକ-ଶିକ୍ଷାର୍ଥୀ…

ଭିଏନା/ବର୍ଲିନ୍‌, ୯।୬ : ଜର୍ମାନୀରୁ ଅଷ୍ଟ୍ରିଆକୁ ଏକ ସ୍କୁଲ ଯାତ୍ରା ସମୟରେ ଆଲପ୍ସ ପାହାଡରେ ଅଟକି ରହିଥିବା ୧୦୭ ଶିକ୍ଷକ ଏବଂ ଶିକ୍ଷାର୍ଥୀଙ୍କୁ ବିମାନ ଦ୍ୱାରା ଏୟାର ଲିଫ୍ଟ କରାଯାଇଛି। ଓ୍ପରଲବର୍ଗର ପୋଲିସ କହିଛି ଯେ ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ମେୟରଙ୍କ ସମେତ ୬୦ରୁ ଅଧିକ ଉଦ୍ଧାରକାରୀ ଅଂଶଗ୍ରହଣ କରିଛନ୍ତି।

ଶିକ୍ଷକ ଏବଂ ଶିକ୍ଷାର୍ଥୀ ଯାତ୍ରା କରୁଥିବା ଆଲପ୍ସ ପାହାଡର ଏହି ମାର୍ଗକୁ ସୁରକ୍ଷା ଦୃଷ୍ଟିରୁ କିଛି ଦିନ ପାଇଁ ବନ୍ଦ ରଖାଯାଇଥିଲା। ବୋଲି ପୋଲିସ କହିଛି। ଏଠାରେ ଗୋଡ଼ ଖସୁଥିବାରୁ ଜୋତା ପିନ୍ଧିଥିବା ସମସ୍ତ ଶିକ୍ଷକ ଏବଂ ଶିକ୍ଷାର୍ଥୀ ଏହି ଅଞ୍ଚଳ ଯାତ୍ରା ଲାଗି ଅନୁପଯୁକ୍ତ ମନେକରି ଜଣେ ଫେରିବାକୁ ସ୍ଥିର କରିଥିଲେ।

ଦୁଇଜଣ ଶିକ୍ଷାର୍ଥୀଙ୍କ ପାଦ ଖସିବାରୁ ସେମାନେ ସାମାନ୍ୟ ଆଘାତ ପାଇବା ପରେ ଜଣେ ଶିକ୍ଷକମାନେ ଜରୁରୀକାଳୀନ ସେବା ଲୋଡିଥିଲେ। ଏହା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri