ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

 

ଦଶପଲ୍ଲା,୨୦ା୧୦(ଡି.ଏନ୍‌.ଏ.): ଦଶପଲ୍ଲା ବ୍ଲକ ତେଣ୍ଡାବାଡ଼ି ପଞ୍ଚାୟତର ବରସାହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ହାତୀ ଉପସ୍ଥିତି ନେଇ ଜନସାଧାରଣ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଗ୍ରାମର ସୁବାସ ନାୟକ ଓ କୃଷ୍ଣଚନ୍ଦ୍ର ମୁଦୁଲିଙ୍କ ଏକ ଏକର ଲେଖାଏ ଧାନ ଫସଲ ନଷ୍ଟ କରିଛନ୍ତି। କ୍ଷତିପୂରଣ ପାଇଁ ସେମାନେ ବନ ବିଭାଗକୁ ଅବଗତ କରାଇଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ନିକଟସ୍ଥ ଜଙ୍ଗଲରୁ ଧାନ ବିଲକୁ ଆସି ଖାଇବା ସହ ଦଳିଚକଟି ନଷ୍ଟ କରୁଥିବା ଜଣାଯାଇଛି। ବନ ବିଭାଗ ତରଫରୁ ହାତୀ ଘଉଡାଇବା ପାଇଁ ଉଦ୍ୟମ ଚାଲିଥିବା ବନପାଳ ମନୋଜ ପ୍ରଭାକର ସାହୁ ପ୍ରକାଶ କରିଛନ୍ତି।


All Right Reserved By Dharitri.Com

ଜୈବ ଇନ୍ଧନ ସମ୍ମିଳନୀ – ୨୦୧୯ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ; ଅନ୍ନଦାତାଙ୍କୁ ଉର୍ଜାଦାତା କରିବା ଆମ ଲକ୍ଷ୍ୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୯ (ବ୍ୟୁରୋ): ସିଆଇଆଇ ପକ୍ଷରୁ ସୋମବାର ନୂଆଦିଲ୍ଲୀଠାରେ ଆୟୋଜିତ ଜୈବ ଇନ୍ଧନ ଶକ୍ତି ସମ୍ମିଳନୀରେ ଉଦ୍‌ବୋଧନ ଦେଇ ଦେଶର ଅନ୍ନଦାତା ଚାଷୀ ଭାଇଙ୍କୁ ଉର୍ଜାଦାତା କରିବା...

ଟଙ୍କା ଆତ୍ମସାତ ଅଭିଯୋଗ: ଜେଲ ଗଲେ ଫାଇନାନ୍ସ କମ୍ପାନୀ ନିର୍ବାହୀ ଅଧିକାରୀ

ନିମାପଡ଼ା,୨୧।୧୧(ଡି.ଏନ୍‌.ଏ.): ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ ନିମାପଡ଼ା ଶାଖାର ନିର୍ବାହୀ ଅଧିକାରୀଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

ସବ୍‌ଡିଭିଜନ ଦାବି ତେଜିଲା

ବଡ଼ସାହି,୧୫।୧୨(ସ୍ବ.ପ୍ର.)-ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ବେତନଟୀ ଓ ବଡସାହି ବ୍ଲକୁ ମିଶାଇ ସବ୍‌ଡିଭିଜନ ଗଠନ କରିବା ଦାବି ତେଜିବାରେ ଲାଗିଛି। ଶନିବାର ପାଉଁଶିଆବନ୍ଧ ଠାରେ ଅନୁଷ୍ଠିତ...

ସୁଧାର ଗୃହରେ ଫସିଛନ୍ତି ୧୩ ମହିଳା

ଖୋର୍ଦ୍ଧା ଅଫିସ,୨୧ା୩ : ସାରା ବିଶ୍ୱରେ ଲାଗି ରହିଛି କରୋନା ଆତଙ୍କ। ଏ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା...

ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ...

ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ...

ମାଟ୍ରିକ୍‌ ବୃତ୍ତି ପରୀକ୍ଷା: ଆଜିଠାରୁ ଅନ୍‌ଲାଇନରେ ଆବେଦନ

କଟକ ଅଫିସ,୨୭ା୯ : ଆଲ୍‌ପି ଏଜୁକେଶନ ଟ୍ରଷ୍ଟ ପକ୍ଷରୁ ଅରୁଣୋଦୟ ମାର୍କେଟସ୍ଥିତ ଟ୍ରଷ୍ଟର ସମ୍ମେଳନ କକ୍ଷରେ ଗୁରୁବାର ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟ ପକ୍ଷରୁ...

ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ...

Leave a comment

Your email address will not be published. Required fields are marked *