ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା ପୋଲିସ ବିଟ୍‌ ହାଉସ୍‌

ଝାରସୁଗୁଡା ଅଫିସ/ଲଖନପୁର, ୨୦।୧୦(ଡି.ଏନ.ଏ.)-ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରବିବାର ଏକ ପୋଲିସ ବିଟ୍‌ ହାଉସ ଖୋଲିଛି। ଉତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁଲାଲଙ୍କ ଅନୁମୋଦନ କ୍ରମେ ଏହି ବିଟ୍‌ ହାଉସ ଖୋଲାଯାଇଛି। ଏହାକୁ ଏସ.ପି ଅଶ୍ବନୀ କୁମାର ମହାନ୍ତି ଫିତାକାଟି ଉଦଘାଟନ କରିଛନ୍ତି। ଏଥିରେ ଏଡିଏମ ଓ ଡା.ଡୋଲାମଣି ପଟେଲ, ପୋଲିସ ଏସଡିପିଓ କୈଳାଶ ଆଚାର୍ଯ୍ୟ, ଆଇଆଇସି ସାବିତ୍ରୀ ବଳ, ଆଇଆଇସି ଅମିତାଭ ପଣ୍ଡା ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।


All Right Reserved By Dharitri.Com

ବ୍ରହ୍ମପୁର ବଡ଼ ମେଡିକାଲ୍‌: ଡାଏଲିସିସ୍‌ ୱାର୍ଡରେ ଅଚଳାବସ୍ଥା

ବ୍ରହ୍ମପୁର ଅଫିସ୍‌,୨୬ା୫-ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ଥିବା ଡାଏଲିସିସ୍‌ ୱାର୍ଡ଼ ଅବହେଳାର ଶିକାର ହେବାରେ ଲାଗିଛି। ଏହି ୱାର୍ଡ଼ରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ନୂଆ ମେଶିନ୍‌...

ନଦୀରେ ଭାସିଯାଇ ଯୁବକ ମୃତ, ରାସ୍ତାରୋକୋ

ଭଞ୍ଜନଗର,୨୬।୮(ଡି.ଏନ.ଏ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଚଢ଼େୟାପଲ୍ଲୀଠାରେ ରବିବାର ସକାଳ ପ୍ରାୟ ୧୦ଟାରେ ବୋଡ଼ାନଦୀରେ ଶ୍ରମିକ ରାଜ କୁମାର ଲେଙ୍କା ଭାସି ଯାଇଥିଲେ। ବେଲଗୁଣ୍ଠା ଦମଳକ ବାହିନୀ...

ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା

କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର...

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି।...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା...

କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ : ଏଡିଏମ୍‌ଙ୍କୁ ଭେଟିଲେ ଛତ୍ରପୁରର ବୁଦ୍ଧିଜୀବୀ

ଛତ୍ରପୁର,୨୧ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇ ପ୍ରଶାସନ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଅବଗତ କରିବାକୁ ଶନିବାର ବୁଦ୍ଧିଜୀବୀମାନେ...

ସଙ୍କୁଚିତ ହେବ ରୟାଲ ପଡିଆ

ସୋନପୁର,୨୫।୧୦(ନି.ପ୍ର.)-ସୁବର୍ଣ୍ଣପୁର ସହରର ବ୍ଲକ ଛକ ସ୍ଥିତ ଆଠ ଏକର ପରିମିତ ଅଞ୍ଚଳରେ ରହିଛି ରୟାଲ ପଡିଆ। ଏହି ସମତଳ ପଡିଆରେ ମୁଖ୍ୟମନ୍ତ୍ରୀଙ୍କ ସଭାଠାରୁ ଆରମ୍ଭ କରି,...

ପୁରୁଷୋତ୍ତମପୁରରେ ପୁଣି ମାତିଲେ ଲୁଟେରା : ବନ୍ଧୁକମୁନରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କଠାରୁ ଲୁଟ୍‌

ପୁରୁଷୋତ୍ତମପୁର,୧୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ପୁଣି ମାତିଛନ୍ତି। ଭୂତସରସିଙ୍ଗ – କୋଦଳା ମୁଖ୍ୟରାସ୍ତାର ଅରଖପୁର ଛକ ଭଙ୍ଗାଶଙ୍ଖ ନିକଟରେ ସୋମବାର ସକାଳେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *