ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ମତଦାନ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ଅର୍ଥାତ୍‌ ୨ଘଣ୍ଟା ମଧ୍ୟରେ ୧୧ ପ୍ରତିଶତ ମତଦାନ ହୋଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଏସ୍‌ଆଇଙ୍କୁ ଛୁରାମାଡ଼ ମାମଲା ଦୋଷୀଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ,୧୦ା୧୨-୨୦୧୮ରେ ଫୁଲବାଣୀ ଟାଉନ ଥାନାର ତତ୍କାଳୀନ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ତରୁଣ ତପନ ବେହେରାଙ୍କୁ ହୋଇଥିବା ଛୁରାମାଡ଼ ମାମଲାର ବିଚାର କରି ସୋମବାର ମୁଖ୍ୟ ବିଚାର...

ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୬ା୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ...

ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନବରଙ୍ଗପୁର,୧୫-୧(ବି.ପ୍ର.):ନବରଙ୍ଗପୁର ଜିଲା ଗାଦବାଗୁଡା ସାହିରେ ରହୁଥିବା ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝି(୭୯)ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ଛତିଶଗଡ ରାୟପୁରର ରାମକୃଷ୍ଣ କେୟାର ସେଣ୍ଟର ହସ୍ପିଟାଲରେ ରବିବାରଠାରୁ...

ଚିନିଶିଳ୍ପ ବଟ୍‌ଲିଂ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି

ଆସିକା,୨୩ା୧୦ (ଡି.ଏନ୍‌.ଏ.)- ଆସିକା ସମବାୟ ଚିନିଶିଳ୍ପ ମଦ ପ୍ରସ୍ତୁତି ଲାଗି ରହିଥିବା ବଟ୍‌ଲିଂ ପ୍ଲାଣ୍ଟରେ ମଙ୍ଗଳବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖାହୋଇଛି। ମଦ ପ୍ୟାକିଂ କାର୍ଯ୍ୟରେ...

୧୨ ବର୍ଷ ହେବ ଜବରଦଖଲ ଦୋକାନ ଘର ମୁକୁଳିଲା

ଅନୁଗୋଳ ଅଫିସ, ୨୨।୧ – ଦୀର୍ଘ ୧୨ ବର୍ଷ ହେଲା ଜବରଦଖଲରେ ଥିବା ଦୋକାନ ଘରକୁ ମଙ୍ଗଳବାର ଅନୁଗୋଳ ପୌରପାଳିକା ନିଜ କବ୍‌ଜାକୁ ନେଇଛି। ମାଜିଷ୍ଟ୍ରେଟ...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ

ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ...

ତୁଷୁରାରେ ଆମ୍ବୁଲେନ୍ସ ସେବା: ରୁଗୀକୁ ନାଇଁ, ଭିଆଇପିକୁ ହଁ

  ଗୁଡ଼ଭେଲା, ୨୫।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୁଗୀ ଆମ୍ବୁଲାନ୍ସ ସେବାରୁ ବଁଚିତ୍‌ ହେଉଥିଲାବେଲେ ଭିଆଇପିମାନକର ସେବାରେ ଲାଗୁଥିବାର...

ଅବକାରୀ ବିଭାଗର ଚଢ଼ାଉ ବେଳେ ଢ଼େଲାପଥର ମାଡ଼: ଭାଙ୍ଗିଲା ଗାଡ଼ି, ଡ୍ରାଇଭର ଆହତ

ଛେଣ୍ଡିପଦା,୫।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ରଥ ସାହିରେ ଶନିବାର ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ ସମୟରେ ମଦ ମାଫିଆମାନେ...

Leave a comment

Your email address will not be published. Required fields are marked *