ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ ଦେଇଛନ୍ତି। ପ୍ରତି ନାଗରିକ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ହଟାଇବାକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୮।୧୧: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ...

ମୋବାଇଲ ଭ୍ୟାନରେ ପିଆଜ ଯୋଗାଇବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୩।୯: ଦେଶର ଅଧିକାଂଶ ସ୍ଥାନରେ ଏବେ ପିଆଜ କିଲୋ ପିଛା ଦାମ୍‌ ୫୦ ଟଙ୍କା ଛୁଇଁଥିବା ବେଳେ ସାଧାରଣ ଖାଉଟି ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।...

୨୦୨୧ ନିର୍ବାଚନ: ଦିଦିଙ୍କ ରାଗ ଶାନ୍ତ କରିବାକୁ ଚେଷ୍ଟା କରିବେ ପ୍ରଶାନ୍ତ କିଶୋର

କୋଲକାତା,୧।୮: ଆସନ୍ତା ୨୦୨୧ରେ ପଶ୍ଚିମବଙ୍ଗ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେଠାରୁ ଏହାକୁ ନେଇ ସଜବାଜ ହେଲାଣି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ...

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ ଲଗାଇଲେ ଛାତ୍ର

ଇମ୍ଫାଲ୍‌,୨୭।୪: ମଣିପୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ୬ ଜଣ ଛାତ୍ର ସ୍ଥାନୀୟ କାଥଲିକ୍‌ ସ୍କୁଲର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରେ ଉତ୍‌କ୍ଷୀପ୍ତ ହୋଇ ସ୍କୁଲରେ ନିଆଁ...

ଶିବସେନାକୁ ସମର୍ଥନ ଦେବନି କଂଗ୍ରେସ

ମୁମ୍ବାଇ, ୫ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବା ଲାଗି ଶିବସେନାକୁ ସମର୍ଥନ ଦେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ମନା କରିଦେଇଛନ୍ତି। ରାଜ୍ୟରେ ସରକାର ଗଠନ...

ମସଜିଦ୍‌ ପରିସରରେ ବିବାହ କଲେ ହିନ୍ଦୁ ଯୁବତୀ, ମୁଖ୍ୟମନ୍ତ୍ରୀ ଶେୟାର କଲେ ଫଟୋ

କୋଚି,୨୦।୧: କେରଳର ଆଲାପୁଝାରେ ମୁସଲମାନ ସମ୍ପ୍ରଦାୟ ଲୋକେ ମସଜିଦ୍‌ ପରିସରରେ ଜଣେ ହିନ୍ଦୁ ଯୁବତୀଙ୍କ ବିବାହ କରିଛନ୍ତି। ଆଲାପୁଝାର ଚେରୁଭଲ୍ଲୀସ୍ଥିତ ଜୁମା ମସଜିଦ୍‌ରେ ସମ୍ପୂର୍ଣ୍ଣ ହିନ୍ଦୁ...

ଭାଜପା ପାଇଁ ପ୍ରଚାର କଲେ ରେସ୍‌ଲର ଖଲି

କୋଲକାତା,୨୬।୪: ଚଳିତ ଲୋକ ସଭା ନିର୍ବାଚନରେ କେତେଜଣ ବଲିଉଡ୍‌ ସେଲିବ୍ରିଟି, ସ୍ପୋର୍ଟସ୍‌ ପର୍ସନ୍‌ ରାଜନୀତି ମଇଦାନକୁ ଆସିଥିବା ଦେଖାଯାଇଛି। ଏହି କ୍ରମରେ ରେସଲର ଦଲିପ ସିଂ...

ଅନିଶ୍ଚିତତାରେ ରାହୁଲଙ୍କ ଟିମ୍‌ ଭବିଷ୍ୟତ

ନୂଆଦିଲ୍ଲୀ,୮ା୭(ପି.ଟି.): ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ କ୍ରମାଗତ ଭାବେ ଅନେକ ନେତାଙ୍କ ଇସ୍ତଫା ପରେ ଦଳରେ ଏବେ ଭିନ୍ନ ହାଓ୍ବା ବହୁଛି।...

Leave a comment

Your email address will not be published. Required fields are marked *