ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏଠାରେ ପୋଲିଂ ଅଧିକାରୀ ମହମବତୀ ଜଳାଇ ମତଦାନ ପ୍ରକ୍ରିୟା ଜାରି ରଖିଥିଲେ। ଭୋଟର ମହମବତୀର ମିଞ୍ଜି ମିଞ୍ଜି ଆଲୋକରେ ଭୋଟ ଦେଇଛନ୍ତି।

 


All Right Reserved By Dharitri.Com

ପାକିସ୍ତାନକୁ ଭାରତର କଡ଼ା ଜବାବ, ୬-୧୦ ପାକିସ୍ତାନ ସେନା ନିହତ, ୩ ଆତଙ୍କବାଦୀ ଶିବିର ଧ୍ୱଂସ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୦।୧୦: ପାକିସ୍ତାନ ବାରମ୍ବାର ସୀମାରେ ଅସ୍ତ୍ରବିରତି ଉଲ୍ଲଘଂନ କରିବା ପରେ ଭାରତୀୟ ସେନା ପକ୍ଷରୁ ରବିବାର କଡା ଜବାବ ଦିଆଯାଇଛି। ଭାରତୀୟ ସେନା ପାକ ଅଧିକୃତ...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

ତେଲେଙ୍ଗାନାରେ ସ୍ବାଇନ ଫ୍ଲୁ ରୋଗୀ

ହାଇଦ୍ରାବାଦ,୧୯।୧: ତେଲେଙ୍ଗାନରେ ଏବେସୁଦ୍ଧା ୧୫୦ ସ୍ବାଇନ ଫ୍ଲୁ ରୋଗୀ ଚିହ୍ନଟ ହୋଇଥିବା କହିଛନ୍ତି ଇନଷ୍ଟିଚ୍ୟୁଟ ଅଫ୍‌ ପ୍ରିଭେନ୍‌ଟିଭ୍‌ ମେଡିସିନର ନିର୍ଦ୍ଦେଶକ ଡାକ୍ତର ଶଙ୍କର। ସେ କହିଛନ୍ତି...

ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ...

କେମିକାଲ ପ୍ଲାଣ୍ଟରୁ ଗ୍ୟାସ୍‌ ଲିକ୍‌: ୧୧ ମୃତ

ବିଶାଖାପାଟଣା/ନୂଆଦିଲ୍ଲୀ,୮।୫(ପି.ଟି.): ବିଶାଖାପାଟଣାର ଏକ କେମିକାଲ୍‌ ପ୍ଲାଣ୍ଟରୁ ଷ୍ଟାଇରିନ୍‌ ଗ୍ୟାସ୍‌ ଲିକ୍‌ ହୋଇ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ବୁଧବାର ବିଳମ୍ବିତ...

ବିଷ ପିଇଥିବା ମହିଳାଙ୍କ ପାଟିରୁ ବାହାରିଲା ନିଆଁ: ଆଶ୍ଚର୍ଯ୍ୟ ହେଲେ ଡାକ୍ତର

ଆଲିଗଡ଼,୧୭।୫: ଆଲିଗଡ ମୁସଲିମ ୟୁନିଭର୍ସିିଟିର ଜେଏନ୍‌ ମେଡିକାଲ କଲେଜରେ ଗତ ବୁଧବାର ଦେଖିବାକୁ ମିଳିଛି ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା। ଜଣେ ମହିଳା ବିଷ...

ଶାହଙ୍କୁ କଡ଼ା ସମାଲୋଚନା କଲେ ସୁରଜଓ୍ବାଲା

ନୂଆଦିଲ୍ଲୀ,୬।୧: ଜେଏନ୍‌ୟୁରେ ହୋଇଥିବା ହିଂସା ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁରଜଓ୍ବାଲା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ଘଟଣା...

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ...

Leave a comment

Your email address will not be published. Required fields are marked *