ହଳଦୀରେ ଅପମିଶ୍ରଣ: ମିଲ୍‌ରେ ପୋଲିସର ଚଢ଼ାଉ

ବଲାଙ୍ଗୀର ଅଫିସ, ୨୧।୧୦: ବଲାଙ୍ଗୀର ସହର ଲିଟେରାରୀ କ୍ଲବ ନିକଟରେ ଥିବା ଏକ ମିଲ୍‌ରେ ହଳଦୀରେ ଅପମିଶ୍ରଣ କରାଯାଉଥିବା ସୂଚନା ପାଇ ଟାଉନ ଥାନା ପୋଲିସ ସୋମବାର ଚଢ଼ାଉ କରିଛି। ଖୁଦ, ଚାଉଳ ଗୁଣ୍ଡ, ତେଜପତ୍ର, ପଲିଥିନ୍‌ ପ୍ୟାକେଟ ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି । ପୋଲିସ ମିଲ୍‌ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି ।


All Right Reserved By Dharitri.Com

ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦...

ଆଶାନୁରୂପ ହେଉନି ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୩ା୧(ବ୍ୟୁରୋ): ରାଜ୍ୟରେ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଆଶାନୁରୂପ ହେଉନାହିଁ। ୨୦୧୯ ଡିସେମ୍ବରରେ ଜିଏସ୍‌ଟି ଆଦାୟରେ ମାତ୍ର ୨ ପ୍ରତିଶତ ଅଭିବୃଦ୍ଧି ହୋଇଛି। ଏହି...

କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ

କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍‌ସ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ...

ବଢ଼ୁଛି ହୀରାକୁଦ ଜଳସ୍ତର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ...

ଚୋରି ପର୍ଦ୍ଦାଫାଶ: ୪ ଗିରଫ, ଟଙ୍କା,ଅଳଙ୍କାର ଜବତ

କେସିଙ୍ଗା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ୯ ନମ୍ବର ୱାର୍ଡର ମଧୁ ଠାକୁରଙ୍କ ଘରେ ଶୁକ୍ରବାର ରାତିରେ ଚୋରି ହୋଇଥିଲା। ଏ ନେଇ ଶନିବାର କେସିଙ୍ଗା...

ଦଲାଲ ପଶିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ୍‌, ୧।୩ – ଅକ୍ଟୋବର ୧ରୁ ଜିଲାରେ ଆରମ୍ଭ ହୋଇଥିବା ଧାନ ସଂଗ୍ରହର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଓ ଏଥିରେ ସୃଷ୍ଟି ହେଉଥିବା ସମସ୍ୟାକୁ...

କୁଟରା ମାଂସ ଜବତ: ୩ ଶିକାରୀ ଗିରଫ

ଠାକୁରମୁଣ୍ଡା,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ. ୧୨ ତଳବନ୍ଧ ନାଳ ନିକଟରୁ ଗୁରବାର ରାତିରେ...

ଆଶଙ୍କାରେ ‘ମେକ୍‌ ଇନ୍‌ ଓଡ଼ିଶା’ କନ୍‌କ୍ଲେଭ: ସେପ୍ଟେମ୍ବର ସୁଦ୍ଧା ପ୍ରସ୍ତୁତ ହେବ ନୂଆ ଶିଳ୍ପ ନୀତି-୨୦୨୦

ଭୁବନେଶ୍ୱର,୧୩ା୫(ବ୍ୟୁରୋ)-କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶକୁ ୩ ଟି ପର୍ଯ୍ୟାୟରେ ମେ ୧୭ ଯାଏ ଲକଡାଉନ କରାଯାଇଛି। ଏହି ସମୟରେ କଳକାରଖାନା, ବାଣିଜ୍ୟ ବ୍ୟବସାୟ ସବୁ...

Leave a comment

Your email address will not be published. Required fields are marked *