ରାଜ୍ୟରୁ ସୁସ୍ଥ ହେଲେ ୧୦୯୫ କରୋନା ଆକ୍ରାନ୍ତ

ଭୁବନେଶ୍ବର,୨୧।୨(ବ୍ୟୁରୋ) : ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ହାର ଧିରେଧିରେ କମୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ସୋମବାର ରାଜ୍ୟରେ ୧୦୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏଯାବତ୍‌ ମୋଟ୍‌ ୧୨ ଲକ୍ଷ ୬୯ ହଜାର ୨୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୯୪ ଜଣ ରହିଥିବା ବେଳେ କୋରାପୁଟରୁ ୧୬୪ ଜଣ, ଅନୁଗୋଳରୁ ୧୧୯ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଆଜି ରାଜ୍ୟରୁ ୩୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri