Posted inଖେଳ

୨୦୨୧ ଆଇପିଏଲ ଅକ୍‌ଶନରେ ଭାଗନେବେ ୧୦୯୭ ଖେଳାଳି

ଚେନ୍ନାଇ, ୫ା୨- ଚଳିତ ମାସ ୧୮ ତାରିଖରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ)ର ପରବର୍ତ୍ତୀ ସଂସ୍କରଣ ଲାଗି ଖେଳାଳିଙ୍କ ନିଲାମ ପ୍ରକ୍ରିୟା (ଅକ୍‌ଶନ) ଅନୁଷ୍ଠିତ ହେବ। ଏହି ପ୍ରକ୍ରିୟାରେ ଭାଗନେବା ପାଇଁ ମୋଟ ୧୦୯୭ ଖେଳାଳିଙ୍କ ନାମ ପଞ୍ଜୀକୃତ କରାଯାଇଛି। ଏଥିରେ ରହିଛନ୍ତି ୮୧୪ ଭାରତୀୟ ଓ ୨୮୩ ବିଦେଶୀ ଖେଳାଳି।

ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିସାରିଥିବା ୨୧ ଜଣ ଭାରତୀୟ ଓ ୧୮୬ ବିଦେଶୀ ଖେଳାଳି ଅକ୍‌ଶନର ସମ୍ମୁଖୀନ ହେବେ। ୨୮୩ ବିଦେଶୀ ଖେଳାଳିଙ୍କ ମଧ୍ୟରେ ଓ୍ବେଷ୍ଟଇଣ୍ଡିଜରୁ ସର୍ବାଧିକ ୫୬ ଓ ଅଷ୍ଟ୍ରେଲିଆରୁ ୪୨ ଜଣ ରହିଛନ୍ତି। ସେହିଭଳି ଦକ୍ଷିଣ ଆଫ୍ରିକାରୁ ୩୮, ଶ୍ରୀଲଙ୍କାରୁ ୩୧, ନ୍ୟୁଜିଲାଣ୍ଡରୁ ୨୯, ଇଂଲଣ୍ଡରୁ ୨୧ ଜଣ ଖେଳାଳିଙ୍କ ନାମ ନିଲାମ ପ୍ରକ୍ରିୟା ପାଇଁ ପଞ୍ଜିକୃତ କରାଯାଇଛି। ଉଲ୍ଲେଖଥାଉ କି, ଏହି ଅକ୍‌ଶନରେ ସର୍ବାଧିକ ୬୧ ଜଣ ଖେଳାଳି ନିଲାମ ହୋଇପାରନ୍ତି। ଏଥିରୁ ବିଦେଶୀ ଖେଳାଳିଙ୍କ ପାଇଁ ୨୨ଟି ସ୍ଲଟ ଫାଙ୍କା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri