ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର ରିଙ୍କୁ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ରିଙ୍କୁ ବବିୟାସ୍ଥିତ କାଜୁ ମିଲ୍‌ରେ ଦୀର୍ଘଦିନ ହେବ କାମ କରୁଥିଲେ। ଗତ ଦୁଇଦିନ ହେବ ତାଙ୍କର ପତ୍ତା ନ ଥିଲା। ସୋମବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟାକରି ଟ୍ରେନ୍‌ଲାଇନ ଉପରେ ପକାଇ ଦେବା ପରେ ତାଙ୍କ ଉପରେ ଟ୍ରେନ୍‌ ମାଡ଼ିଯାଇଥିବା ନେଇ ଚର୍ଚ୍ଚା ହେଉଛି। ଖବର ପାଇ ଜିଆର୍‌ପି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ବଷ୍ଟ ହେବ ବୋଲି ପୋଲିସ କହିଛି ।


All Right Reserved By Dharitri.Com

ବୀମା ପରିସରଭୁକ୍ତ ହେଲେ ସେବାୟତ

ବାରିପଦା ଅଫିସ,୮ା୧- ସବୁବେଳେ ଅବହେଳିତ ହୋଇ ପଡ଼ି ରହିଥିବା ଦେବୋତ୍ତର ବିଭାଗକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତର ଦିନକ ପୂର୍ବରୁ ସଜବାଜ କରିଛି ଜିଲା ପ୍ରଶାସନ।...

ଡେପୁଟି ଅଗ୍ନି ନିର୍ବାପକ ଅଧିକାରୀଙ୍କ ଆଦର୍ଶ ବିଦ୍ୟାଳୟ କୋଠା ଅନୁଧ୍ୟାନ

ଶେରଗଡ଼,୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଡେପୁଟି ଅଗ୍ନି ନର୍ବାପକ ଅଧିକାରୀ ଡିକେ ସ୍ବାଇଁ ପହଞ୍ଚିଛନ୍ତି। ଗୁରୁବାର ପୂର୍ବାହ୍ନରେ ବିଦ୍ୟାଳୟରେ ପହଞ୍ଚି କୋଠାର...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ତୁମୁଡିବନ୍ଧ,୩୦ା୧୧(ଡି.ଏନ୍‌.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ...

ଇଚ୍ଛାମୃତ୍ୟୁ ପାଇଁ ଜିଲାପାଳଙ୍କ ନିକଟରେ ଆବେଦନ କଲେ ଦମ୍ପତି

ଖୋର୍ଦ୍ଧା ଅଫିସ,୧୬।୮: ଯେଉଁ ମା’ବାପା ସନ୍ତାନର ସୁଖ ପାଇଁ ନିଜକୁ ଜଳାଞ୍ଜଳି ଦେଇଥାନ୍ତି, କିନ୍ତୁ ପରବର୍ତ୍ତୀ ସମୟରେ ସେହି ସନ୍ତାନମାନେ ସେମାନଙ୍କ କର୍ତ୍ତବ୍ୟକୁ ଭୁଲିଯାଇଥାନ୍ତି। ବାର୍ଦ୍ଧକ୍ୟରେ...

ସୁଗୁନା ଫୁଡ୍‌ ସୁପରଭାଇଜରଙ୍କ ସନ୍ଦେହଜନକ ମୃତ୍ୟୁ: ଗେଷ୍ଟ ହାଉସ୍‌ରୁ ମିଳିଲା ମୃତଦେହ

ଭଦ୍ରକଅଫିସ,୨।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଆରଡି ଛକ ନିକଟରେ ଥିବା ସୁଗୁନା ଫୁଡ୍‌ର ଗେଷ୍ଟ ହାଉସ୍‌ରୁ କମ୍ପାନୀର ସୁପରଭାଇଜରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ...

ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟ ନିର୍ମାଣକୁ ବିରୋଧ, ଶିଳାନ୍ୟାସ କାର୍ଯ୍ୟକ୍ରମ ବାତିଲ

ଉଦଳା,୨୪ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ନିର୍ମାଣ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ପ୍ଲାଣ୍ଟକୁ ସ୍ଥାନୀୟ ବାସିନ୍ଦା ବିରୋଧ କରିଛନ୍ତି। ଫଳରେ...

ରାଶନ କାର୍ଡରୁ ବଞ୍ଚିତ ୧୦ କୁଟିଆ ପରିବାର

ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍‌.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ...

ନିର୍ମାଣ ହେଉନି ସ୍ଥାୟୀ ପରିବା ହାଟ

କୁଜଙ୍ଗ,୭ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର ସର୍ବ ପୁରାତନ ସାପ୍ତାହିକ ହାଟ ହେଉଛି କୁଜଙ୍ଗ ହାଟ। ଏହାର ପରିଚାଳନା ଦାୟିତ୍ୱ ରାହାମା ନିୟନ୍ତ୍ରିତ ବଜାର କମିଟି ହାତରେ ରହିଛି।...

Leave a comment

Your email address will not be published. Required fields are marked *