ଡ୍ରେନ୍‌ କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

କଟକ ଅଫିସ, ୨୨।୧୦: କଟକ ସୂତାହାଟ ଡ୍ରେନ୍‌ କଡ଼ରୁ ମଙ୍ଗଳବାର ଏକ ନବଜାତ ଶିଶୁକନ୍ୟା ଉଦ୍ଧାର କରାଯାଇଛି। ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତି ଶିଶିକନ୍ୟାଙ୍କୁ ଉଦ୍ଧାରକରି ଚିକତ୍ସା ନିମନ୍ତେ ଶିଶୁ ଭବନରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏସ୍‌ଏନ୍‌ସିୟୁରେ ଭର୍ତ୍ତି କରାଯାଇଛି। ଖବର ପାଇ ଚାଇଲ୍ଡଲାଇନ୍‌ କର୍ମକର୍ତ୍ତାମାନେ ଶିଶୁଭବନରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।


All Right Reserved By Dharitri.Com

ବିଭିନ୍ନ ସମସ୍ୟା ନେଇ ଡଙ୍ଗରିଆ ଆଦିବାସୀଙ୍କ ଗଣ ବିକ୍ଷୋଭ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୁନିଗୁଡ଼ା,୮।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଲୋକଙ୍କ ମୌଳିକ ଅଧିକାର...

୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର...

ସୁବର୍ଣ୍ଣରେଖା ବନ୍ଦରକୁ ବିରୋଧ: ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ଶୋଭାଯାତ୍ରା

ବାଲିଆପାଳ,୧୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଚୌମୁଖଠାରେ ନିର୍ମାଣ ହେବାକୁ ଯାଉଥିବା ସୁବର୍ଣ୍ଣରେଖା ବନ୍ଦରକୁ ବିରୋଧ କରି ଶନିବାର ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ବିକ୍ଷୋଭ...

ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା...

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ...

ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ...

‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’...

ପିଏମ୍‌ଜିଏସ୍‌ୱାଇ ମହୁ

ଗ୍ରାମାଞ୍ଚଳରେ ଲୋକଙ୍କ ଗମନାଗମନ ଅସୁବିଧାକୁ ଦୃଷ୍ଟିରେ ରଖି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ୱାଇ) ଆରମ୍ଭ କରିଥିଲେ। ଲୋକେ...

Leave a comment

Your email address will not be published. Required fields are marked *