ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଅଗଷ୍ଟରେ ୧୦ଦିନ ଛୁଟି ରହିବ ସ୍କୁଲ-କଲେଜ! ଦେଖନ୍ତୁ ଲିଷ୍ଟ

ଭୁବନେଶ୍ୱର,୨୯।୭: ଓଡ଼ିଶାର ସରକାରୀ ସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। କାରଣ ଆସନ୍ତା ଅଗଷ୍ଟ ମାସରେ ସ୍କୁଲ, କଲେଜ ଏବଂ ସରକାରୀ ଅଫିସଗୁଡ଼ିକ ପ୍ରାୟ ୧୦ ଦିନ ଛୁଟି ରହୁଛି। ଛାତ୍ରୀଛାତ୍ରମାନଙ୍କ ପାଇଁ  ଖୁସି ଖବର ।  ପୁଣି ୧୦ ଦିନ ସ୍କୁଲ ଛୁଟି ହେବାକୁ ଯାଉଛି । ଜାଣନ୍ତୁ ଏହା କେଉଁଠି ଓ କେଉ କେଉଁ ଦିନ ସ୍କୁଲ ଛୁଟି ରହିବ?

୯ ଅଗଷ୍ଟ ରକ୍ଷା ବନ୍ଧନ – ଭାଇ-ଭଉଣୀ ପ୍ରେମର ଏକ ପର୍ବ, ପାରମ୍ପରିକ ଭାବରେ ସ୍କୁଲଗୁଡ଼ିକ ଛୁଟି ରହିବ। ୧୦ ଅଗଷ୍ଟ ରବିବାର ପଡୁଥିବାରୁ ଏହି ଦିନ ସ୍କୁଲ, କଲେଜ ଓ ଅଫିସ ବନ୍ଦ ରହିବ। ୧୫ ଅଗଷ୍ଟ  ସ୍ୱାଧୀନତା ଦିବସ – ଏହି ଦିନ ପତାକା ଉତ୍ତୋଳନ ପରେ ସ୍କୁଲଗୁଡ଼ିକରେ ଛୁଟି ଘୋଷଣା କରାଯାଏ। ତେଣୁ ସ୍କୁଲ କଲେଜ ସହ ଅଫିସ ଛୁଟି ରହିବ । ୧୬ ଅଗଷ୍ଟ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ – ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମବାର୍ଷିକୀ ଉପଲକ୍ଷେ ଛୁଟି। ୧୭ ଅଗଷ୍ଟ ଛାତ୍ରୀଛାତ୍ରମାନେ ଲଗାତାର ୩ ଦିନ ଛୁଟି ପାଇବେ । ରବିବାର ଥିବାରୁ ସ୍କୁଲ କଲେଜରେ ପାଠ ପଢା ବନ୍ଦ ରହିବ । କାର୍ଯ୍ୟାଳୟରେ ମଧ୍ୟ କାମ ହେବ ନାହିଁ ।

୨୭ ଅଗଷ୍ଟ ଗଣେଶ ଚତୁର୍ଥୀ ଯୋଗୁଁ ସ୍କୁଲ ମାନଙ୍କରେ ପୂଜା ପରେ ଛୁଟି । ଗଣେଶ ପୂଜା ପର ଦିନ ନୂଆଁଖାଇ ପଡୁଥିବାରୁ ଛାତ୍ରଛାତ୍ରୀମାନଙ୍କୁ ଗୋଟିଏ ଦିନ ଛୁଟି ପଡିବ । ସରକାରୀ ଛୁଟି ବ୍ୟତୀତ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଯେଉଁମାନେ ଅଛନ୍ତି ସେମାନଙ୍କ ପାଇଁ ଅଗଷ୍ଟରେ ମୋଟ ୧୨ ଦିନ ଛୁଟି ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri