ମଙ୍ଗଳବାରଠୁ ଦଶମ ବୋର୍ଡ: କଡ଼ା ସୁରକ୍ଷାରେ ପ୍ରଶ୍ନପତ୍ର

ହିଞ୍ଜିଳିକାଟୁ,୧୯।୨(ଦ୍ବିତୀକୃଷ୍ଣ ପଣ୍ଡା): ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ବାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହିଞ୍ଜିଳିକାଟୁ ବ୍ଳକର ୧୦ଟି ପରୀକ୍ଷା କେନ୍ଦ୍ରରେ ୧୯୮୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀ ଏସ୍‌ ଗିରିଧର ପ୍ରକାଶ କରିଛନ୍ତି।

ହିଞ୍ଜିଳିକାଟୁ ବ୍ଳକ ସାହାପୁର ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୫୯, ଗଣ୍ଡଳା ଗଣେଶ ବିଦ୍ୟାପୀଠରେ ୧୭୮, କଞ୍ଚୁରୁ ଉଚ୍ଚ ବିଦ୍ୟାଳୟରେ ୧୭୮, ସାରୁ ଉଚ୍ଚ ବିଦ୍ୟାଳୟରେ ୧୩୦, ମକରଝୋଳ ଉଚ୍ଚ ବିଦ୍ୟାଳୟରେ ୧୨୨, ବୁରୁପୋଡା ଭଗବତୀ ବିଦ୍ୟାପୀଠରେ ୧୯୮, ପୋଡିଙ୍ଗି ଶ୍ୟାମଳାଇ ଉଚ୍ଚ ବିଦ୍ୟାଳୟରେ ୧୯୯, ପୌରାଞ୍ଚଳ ସରକାରୀ ଏନ୍‌ଏଏସି ଉଚ୍ଚ ବିଦ୍ୟାଳୟରେ ୧୩୧, ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟରେ ୩୭୯ ଏବଂ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରୀକ୍ଷା କେନ୍ଦ୍ରରେ ୩୦୬ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି।

କଡ଼ା ସୁରକ୍ଷା ମଧ୍ୟରେ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ରହିଛି । କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ଗଠନ କରାଯାଇଛି। ପରୀକ୍ଷାକୁ ଅବାଧ ଓ କପିମୁକ୍ତ କରିବା ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ସଂଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri