ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା

ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେବା ସହ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖି ପରୀକ୍ଷାର୍ଥୀ କେତେ ମାର୍କର ପରୀକ୍ଷା ଦେବେ ତାହା ସ୍ପଷ୍ଟ କରିଛନ୍ତି।

ମାଟ୍ରିକ ପରୀକ୍ଷାର ପ୍ରତି ବିଷୟରେ ୮୦ ମାର୍କର ପରୀକ୍ଷା ହେବ। ସେଥିରେ ୫୦ ମାର୍କର ଓଏମ୍‌ଆର୍‌ ଅବ୍‌ଜେକ୍ଟିଭ୍‌ ଏବଂ ୩୦ ମାର୍କର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ। ହେଲେ ରେଜଲ୍ଟ ବେଳେ ୧୦୦ ମାର୍କରୁ ମୂଲ୍ୟାୟନ କରାଯିବ। ୮୦ ମାର୍କରୁ ପରୀକ୍ଷାର୍ଥୀ ପାଇଥିବା ନଂ ଅବଶିଷ୍ଟ ୨୦ରୁ ହିସାବ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ତେବେ ଆସନ୍ତା ୮ରେ ସ୍କୁଲ ଖୋଲିବ। ମେ’ ୩ରୁ ଦଶମ ବୋର୍ଡ ପରୀକ୍ଷା ଆରମ୍ଭ ହୋଇ ୧୫ରେ ସରିବ। ଏହାଛଡ଼ା ମେ’ ୧୫ରୁ ଜୁନ୍‌ ୧୧ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ। ୧୦୦ ଦିନରେ ପିଲାମାନେ ସମସ୍ତ ବିଷୟ ପାଇଁ ପ୍ରସ୍ତୁତ ହୋଇ ପରୀକ୍ଷା ଦେବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri