Posted inଜାତୀୟ

ହେଲିକପ୍ଟରରେ ଗଲା ଦଶମ ଶ୍ରେଣୀ ପ୍ରଶ୍ନପତ୍ର

ରାୟପୁର,୧।୩: ହେଲିକପ୍ଟରରେ ଗଲା ଦଶମ ଶ୍ରେଣୀ ପ୍ରଶ୍ନପତ୍ର। ଏଭଳି ଘଟଣା ଛତିଶଗଡର ସୁକୁମା ଜିଲାରେ ଦେଖିବାକୁ ମିଳିଛି। ସୁକୁମା ଜିଲାର ଜାଗରକଣ୍ଡା ନକ୍ସଲ ପ୍ରବଣ ଅଞ୍ଚଳରେ ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ଜିଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ସୂଚନାଯୋଗ୍ୟ, ଆଜିଠାରୁ ଛତିଶଗଡରେ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାଞ୍ଚାଇଜର ବଡ଼ ଘୋଷଣା: ଆଇପିଏଲ୍‌ରେ ଉପଲବ୍ଧ ରହିବେ ଧୋନୀ

ଅହମଦାବାଦ,୨୨ା୨: ପ୍ରତ୍ୟେକ ଥର ଭଳି ଏଥର ମଧ୍ୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନାହିଁ,…

ବିବାହ ଦିନ ଜୀବନ ହାରିଲେ ୨ ଭଉଣୀ

ଯୋଧପୁର,୨୨ା୨: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ମନାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୨ ଝିଅଙ୍କ ବିବାହ ଉତ୍ସବ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ…

ଭାରତର ବିଜୟ ଧାରାରେ ଲାଗିଲା ବ୍ରେକ

ଅହମଦାବାଦ,୨୨ା୨: ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଚଳିତ ଟି୨୦ ବିଶ୍ୱକପ୍‌ର  ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୭୬ ରନରେ ଭାରତକୁ ପରାସ୍ତ କରିଛି।…

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri