ଦଶମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ

ଆର.ଉଦୟଗିରି,୧୨ା୧୦(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକର ଏକ ଛାତ୍ରବାସରେ ରହୁଥିବା ଜଣେ ଦଶମ ଶ୍ରେଣୀ ଛାତ୍ରୀ ୫ ମାସର ଗର୍ଭବତୀ ଥିବା ନେଇ ଅଡବା ଥାନାରେ ମଙ୍ଗଳବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୦୪/୨୧) ରୁଜୁ କରିଛି। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରିଫ କରି କୋର୍ଟ ଚାଲାଣ କରିଛି। ଛାତ୍ରୀ ଜଣକ ବିଦ୍ୟାଳୟ ଖୋଲିବା ବେଳେ ଛାତ୍ରାବାସ ଆସିଥିଲେ। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ରହିବାରୁ ପ୍ରଧାନ ଶିକ୍ଷୟିତ୍ରୀ ଡାକ୍ତରୀ ପରୀକ୍ଷା କରାଇଥିଲେ। ତାପରେ ସେ ୫ ମାସର ଗର୍ଭବତୀ ଥିବା ଜଣାପଡିଥିଲା। ଏ ବିଷୟରେ ଛାତ୍ରୀଙ୍କୁ ପଚରାଉଚରା କରିବା ପରେ ଜଣେ ଯୁବକଙ୍କ ସହ ଶାରୀରିକ ସମ୍ପର୍କ ରହିଥିବା କହିଥିଲେ। ଛାତ୍ରୀଙ୍କୁ ପାରଳାଖେମୁଣ୍ଡି ସିଡବ୍ଲ୍ୟୁସିକୁ ପଠାଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri