ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ ୬ ତାରିଖ ୧୧.୫୯ ମିନିଟ୍‌ ପର୍ଯ୍ୟନ୍ତ ପ୍ରାୟ ୭୨ ଘଣ୍ଟା ପର୍ଯ୍ୟନ୍ତ ଚାଲିବ । ଆମାଜନ ପ୍ରାଇମ ସଦସ୍ୟଙ୍କ ପାଇଁ ‘୧୦ମ ଆନିଭର୍ସାରି’ ଡିଲ୍‌ ସହ ବିଭିନ୍ନ ବର୍ଗରେ ଉତ୍ସାହଜନକ ଅଫର ରହିଥିବା କୁହାଯାଇଛି। ଏହାବ୍ୟତୀତ ଏସ୍‌ବିଆଇ, ଆକ୍ସିସ କ୍ରେଡିଟ୍‌ କାଡର୍ର୍ ଓ ଇଏମ୍‌ଆଇ ପେମେଣ୍ଟ ଉପରେ ଅତିରିକ୍ତ ୧୦% ସଞ୍ଚୟ ପ୍ରଦାନ ବ୍ୟବସ୍ଥା ରହିଛି।

ଏ ସମ୍ପର୍କରେ ପ୍ରାଇମ୍‌ ବିଭାଗର ନିର୍ଦ୍ଦେଶକ ଅଭିନବ ଅଗ୍ରୱାଲ ସୂଚନା ଦେଇ କହିଛନ୍ତି ‘ନୂଆ ଲଞ୍ଚଠାରୁ ଆରମ୍ଭକରି ବ୍ଲକ୍‌ବଷ୍ଟର ଅଫର, ପ୍ରାଇମ ଡେ’ ସବୁବେଳେ ଆମର ସଦସ୍ୟ, ସେଲର ଓ ବ୍ରାଣ୍ଡ ପାର୍ଟନରଙ୍କୁ ଅଧିକ ସୁବିଧା ଓ ସହଯୋଗ କରିଆସୁଛି । ସେହିପରି ଆମାଜନ ପେ’, ଆଇସିଆଇସିଆଇ ବ୍ୟାଙ୍କ କ୍ରେଡିଟ୍‌ କାର୍ଡ ସହ ପ୍ରାଇମ ସଦସ୍ୟମାନେ ଅସୀମିତ ୫% କ୍ୟାଶ୍‌ବ୍ୟାକ୍‌ ପାଇପାରିବେ ବୋଲି କୁହାଯାଇଛି। ଏହା ବ୍ୟତୀତ ସ୍ମାର୍ଟଫୋନ, ଲାପ୍‌ଟପ୍‌, ଫ୍ୟାଶନ, ହୋମ ଆଣ୍ଡ୍‌ କିଚେନ, ବିୟୁଟି ପ୍ରଡକ୍ଟ, ଖେଳନା, ଦୈନନ୍ଦିନ ସାମଗ୍ରୀ ଭଳି ବର୍ଗରେ ରହାତି ପ୍ରଦାନ କରାଯିବ ବୋଲି ଆମାଜନ୍‌ ପକ୍ଷରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri