ଦୁଇଦିନରେ ସରିବ ଖାତା ଦେଖା; ଜାଣନ୍ତୁ କେଉଁଦିନ ବାହାରିବ ମାଟ୍ରିକ୍ ରେଜଲ୍ଟ

କଟକ, ୮।୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ। ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ”ଚଳିତବର୍ଷ AI ଏବଂ QR କୋରଡ଼ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି ବୋଲି କହିଛନ୍ତି। ଗ୍ରେସ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ।”

ଚଳିତବର୍ଷ ରାଜ୍ୟରେ ମୋଟ ୫,୧୨,୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ମୋଟ ୩୧୪ଟି ନୋଡାଲ୍ କେନ୍ଦ୍ର ସ୍ଥାପନ ହୋଇଥିଲା। କଡ଼ା ଚେକିଂ ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି ଟିଭି କ୍ୟାମେରା ଲଗାଯିବା ସହିତ ପରୀକ୍ଷା କେନ୍ଦ୍ର ଏବଂ ନୋଡାଲ ସେଣ୍ଟରଗୁଡ଼ିକରେ କୃତ୍ରିମ ବୁଦ୍ଧିମତ୍ତା (AI) କ୍ୟାମେରା ଲଗାଯାଇଥିଲା।

କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ୱାଡ୍ ଗଠନ ହୋଇଥିଲା। ଲାଇଭ୍ ଷ୍ଟ୍ରିମିଂ ମାଧ୍ୟମରେ ରିଅଲ୍-ଟାଇମ୍ କାର୍ଯ୍ୟାବଳୀ ତଦାରଖ କରିବା ପାଇଁ ବୋର୍ଡ ମୁଖ୍ୟାଳୟରେ ଏକ ନିୟନ୍ତ୍ରଣ କକ୍ଷ ପ୍ରତିଷ୍ଠା କରାଯିବ। ବୋର୍ଡ ଅଧିକାରୀମାନେ ନିୟନ୍ତ୍ରଣ କକ୍ଷରୁ ପରୀକ୍ଷା କାର୍ଯ୍ୟ ତଦାରଖ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?