ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି। ସେମାନେ ପରୀକ୍ଷା ବାତିଲ ପାଇଁ ଦାବି କରିଛନ୍ତି।
ଭୁବନେଶ୍ୱରରେ ଥିବା ବିଭିନ୍ନ ସରକାରୀ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସ ଯାଇଥିଲେ। ସେଠାରେ ସେମାନେ ପରୀକ୍ଷା ବାତିଲ କରିବାକୁ ଦାବି କରିଥିଲେ। ମୁଖ୍ୟମନ୍ତ୍ରୀ ନ ଥିବାରୁ ସେମାନେ ଦାବିପତ୍ରକୁ ତାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରି ଫେରିଛନ୍ତି। ପରେ ଛାତ୍ରୀଛାତ୍ରମାନେ ଫରେଷ୍ଟ ପାର୍କ ରାସ୍ତାରେ ଧାରଣା ଦେଇଥିଲେ। ତେବେ ପୂର୍ବରୁ ଉକ୍ତ ଛାତ୍ରୀଛାତ୍ର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri