Posted inରାଜ୍ୟ

ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର

ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ। ପୂର୍ବରୁ ଇଂରାଜୀ ପ୍ରଶ୍ନ ମଧ୍ୟ ଭାଇରାଲର ଅଭିଯୋଗ ହୋଇଥିଲା। ତେବେ ଏହି ଖବରକୁ ଖଣ୍ଡନ କରିଥିଲେ ବୋର୍ଡ କର୍ତ୍ତୃପକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗଁାରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…

ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍‌ବ ବିମାନ ବାତିଲ କରାଯାଇଛି।...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri