ନଭେମ୍ବର ୨୩ରୁ ଦଶମ ଏସ୍‌ଏ-୧ ପରୀକ୍ଷା

କଟକ ଅଫିସ, ୧୨।୧୦ : ଆସନ୍ତା ନଭେମ୍ବର ୨୩ରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଥମ ସମ୍ମେଟିଭ୍‌ ଆସେସ୍‌ମେଣ୍ଟ(ଏସ୍‌ଏ-୧) ପରୀକ୍ଷା ଆରମ୍ଭ ହେବ। ଏହା ନଭେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ବୋର୍ଡ ପକ୍ଷରୁ ପରୀକ୍ଷା ପଦ୍ଧତିରେ କିଛିଟା ପରିବର୍ତ୍ତନ କରାଯାଇଛି। ଏସ୍‌ଏ-୧ରେ ମୋଟ ପାଠ୍ୟକ୍ରମର ୫୦ ପ୍ରତିଶତ ବିଷୟରୁ ପ୍ରଶ୍ନ ଆସିବ। ଏସ୍‌ଏ-୧ରେ ଯେଉଁ ସବୁ ବିଷୟରୁ ପ୍ରଶ୍ନ ଆସିବ, ଏସ୍‌ଏ-୨ରେ ଆଉ ସେ ବିଷୟରୁ ପ୍ରଶ୍ନ ଆସିବ ନାହିଁ। ପୂର୍ବବର୍ଷ ଭଳି ୩ଟି ମୂଲ୍ୟାୟନ ପଦ୍ଧତି ବଦଳରେ ଚଳିତବର୍ଷ ଗୋଟିଏ ପଦ୍ଧତି ମୂଲ୍ୟାୟନ କରାଯାଇ ଫଳ ପ୍ରକାଶ କରାଯିବ। ପ୍ରତି ବିଷୟର ମୋଟ ୮୦ ନମ୍ବର ପରୀକ୍ଷାରେ ୫୦ ନମ୍ବର ଅବ୍‌ଜେକ୍ଟିଭ୍‌ (ଏମ୍‌ସିକ୍ୟୁ) ଓ ଅବଶିଷ୍ଟ ୩୦ ନମ୍ବର ସବ୍‌ଜେକ୍ଟିଭ୍‌ (ଦୀର୍ଘ ଉତ୍ତରମୂଳକ) ପ୍ରଶ୍ନ ଆସିବ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ୨ ଘଣ୍ଟା ସମୟ ମିଳିବ। ଏହି ପରୀକ୍ଷା ଖାତାର ମୂଲ୍ୟାୟନ ବୋର୍ଡ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri