Advertisement

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ ପ୍ରକାଶ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ତେବେ ପରୀକ୍ଷା କେନ୍ଦ୍ରରେ ମୋବାଇଲ ଫୋନ୍‌ ବାରଣ କରାଯାଇଛି। ଅନ୍ୟପଟେ, ସମସ୍ତ ନୋଡାଲ ସେଣ୍ଟର ମାନଙ୍କୁ ପ୍ରଶ୍ନ ପତ୍ର ପଠାଯାଇଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ମଧ୍ୟ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଣସ ଚାଷକୁ ପ୍ରୋତ୍ସାହିତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୨(ବ୍ୟୁରୋ): ପୁଷ୍ଟିକର ନିରାପତ୍ତା ବୃଦ୍ଧି ଦିଗରେ ରାଜ୍ୟ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପଣସ ଚାଷକୁ ପ୍ରୋତ୍ସାହିତ ତଥା ଲୋକପ୍ରିୟ କରିବାକୁ ମୁଖ୍ୟ...

ଓଡ଼ିଶାକୁ ମିଳିଲା ୩୩୨୩ କୋଟି

ଭୁବନେଶ୍ୱର, ୧୨/୭(ବ୍ୟୁରୋ):କେନ୍ଦ୍ର ସରକାର ଜଳ ଜୀବନ ମିଶନ ଜରିଆରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ୨୦୨୦-୨୧ରେ...

ପଞ୍ଚମ ପାଳିରେ ନବୀନ: ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ...

ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା...

ଘର ନ କଲେ ପ୍ଲଟ୍‌ ରଦ୍ଦ ହେବ

ଭୁବନେଶ୍ୱର,୯ା୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଦୀର୍ଘବର୍ଷ ହେଲା ଜାଗା ନେଇ ଘର କରି ନ ଥିବା ବ୍ୟକ୍ତିଙ୍କ ପ୍ଲଟ୍‌ ରଦ୍ଦ ହେବ। ଏ ନେଇ...

ପଦନୀପାଳକୁ ଜିଲାପାଳଙ୍କ ଗସ୍ତ: ଖୁବ୍‌ଶୀଘ୍ର ପୋଲ ନିର୍ମାଣ ପ୍ରତିଶ୍ରୁତି

ଆଳି/ରାଜକନିକା, ୫।୧୨ (ଡି.ଏନ୍‌.ଏ): ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତ ଚତୁଃପାର୍ଶ୍ୱରେ କାଣୀ ଓ ଖରସ୍ରୋତା ନଦୀ ଘେରି ରହିଥିବାରୁ ପଞ୍ଚାୟତବାସୀ ଘରୁ ବାହାରିଲେ ଡଙ୍ଗାର...

ମତ୍ସଜୀବୀଙ୍କ ଜାଲରେ ପଡ଼ିଲା ମୟୂର ଭଳି ବିରଳ ମାଛ

ରାଜନଗର,୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଅଞ୍ଚଳର ମତ୍ସଜୀବୀ ମଦନ ଦେବନାଥ ଟ୍ରଲର ଯୋଗେ ସମୁଦ୍ରରେ ମାଛ ଧରୁଥିବା ବେଳେ ଶୁକ୍ରବାର ଏକ ବିରଳ...

ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି ନିର୍ବାଚନ: ଓହରିଲେ ୨ ୟୁନିୟନ, ୧ ନାକଚ

ପାରାଦୀପ, ୨୦ା୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି (ପରିବର୍ତ୍ତିତ ନାମ-ବୋର୍ଡ ଅଫ ମେମ୍ବର) ନିର୍ବାଚନରେ ଚଳିତଥର କେତେକ ଚର୍ଚ୍ଚିତ ଘଟଣା ଘଟିଛି। ଅର୍ଥାତ ପ୍ରମୁଖ ଦାବିଦାର...

Advertisement
Archives

Model This Week