୧୧.୫ କୋଟି ପାନ୍ କାର୍ଡ ବନ୍ଦ କଲେ ସରକାର, ଏବେ ଦେବାକୁ ପଡ଼ିବ ଭାରି ଜରିମାନା

ନୂଆଦିଲ୍ଲୀ,୧୦।୧୧: କେନ୍ଦ୍ର ସରକାର ୧୧.୫ କୋଟି ପାନ କାର୍ଡ ବନ୍ଦ କରି ଦେଇଛନ୍ତି। ପାନ କାର୍ଡରେ ଆଧାର କାର୍ଡ ଲିଙ୍କ ନ କରିବାରୁ ଏହି ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର। ଏକ ଆରଟିଆଇ ଜବାବରେ ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟାକ୍ସଚେଞ୍ଜ(ସିବିଡି଼ଟି) ସୂଚନା ଦେଇଛନ୍ତି ଯେ, ପାନ କାର୍ଡ ସହିତ ଆଧାର କାର୍ଡ ଲିଙ୍କ କରିବାର ସମୟ ସିମନରେ ୩୦ ଜୁନ ଥିଲା। ଯେଉଁ ଲୋକମାନେ ଏହି ସମୟସୀମା ମଧ୍ୟରେ ଦୁଇ କାର୍ଡ଼ର ଲିଙ୍କ କରି ନଥିଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଦେଶରେ ବର୍ତମାନ ପନକାର୍ଡ ସଂଖ୍ୟା ୭୦.୨୪ କୋଟି ଟଙ୍କାରେ ପହଞ୍ଚିଛି। ଏଥିରୁ ୫୭.୨୪ କୋଟି ଲୋକେ ପାନ କାର୍ଡକୁ ଆଧାର କାର୍ଡ ସହିତ ଲିଙ୍କ କରିଛନ୍ତି। ପ୍ରାୟ ୧୨ କୋଟି ଲୋକେ ଧାର୍ଯ୍ୟ ସମୟସୀମା ମଧ୍ୟରେ ଏହି ପ୍ରକ୍ରିୟାକୁ ପାଳନ କରିନାହାନ୍ତି। ଏଥିରୁ ୧୧.୫ କୋଟି କାର୍ଡ ଦିଆକ୍ଟିଭେଟ କରିଦିଆଯାଇଛି।

ଏହି ଆରଟିଆଇ ମଧ୍ୟପ୍ରଦେଶର ଆରଟିଆଇ କାର୍ଯ୍ୟକର୍ତ୍ତା ଚନ୍ଦ୍ରଶେଖର ଗୌରଙ୍କ ଦ୍ୱାରା ଦାଖଲ କରାଯାଇଥିଲା। ଏହାର ଜବାବରେ ସୂଚନା ଦିଆଯାଇଥିଲା ଯେ ନୂତନ ପ୍ୟାନ କାର୍ଡ ତିଆରି କରିବା ସମୟରେ ଆଧାର ସହିତ ସଂଯୁକ୍ତ। ଯେଉଁମାନେ ଜୁଲାଇ ୧, ୨୦୧୭ ପୂର୍ବରୁ ପାନ୍ କାର୍ଡ ତିଆରି କରିଥିଲେ ସେମାନଙ୍କ ପାଇଁ ଏହି ନିର୍ଦ୍ଦେଶ ଜାରି କରାଯାଇଥିଲା।

ଆୟକର ଅଧିନିୟମର ଧାରା ୧୩୯ଏଏ ଅନୁଯାୟୀ, ପାନ୍ କାର୍ଡ ଏବଂ ଆଧାରକୁ ଲିଙ୍କ୍ କରିବା ବାଧ୍ୟତାମୂଳକ କରାଯାଇଛି। ଏହି ଆଦେଶ ଅନୁଯାୟୀ, ଯେଉଁମାନେ ପାନ୍-ଆଧାର ଲିଙ୍କ୍ ପାଇବାରେ ବିଫଳ ହୁଅନ୍ତି, ସେମାନେ ୧୦୦୦ ଟଙ୍କା ଜୋରିମାନା ଦେଇ ସେମାନଙ୍କ କାର୍ଡକୁ ପୁଣିଥରେ ସକ୍ରିୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri