Posted inଜାତୀୟ

ଅନୁପ୍ରବେଶବେଳେ ଧରାହେଲେଣି ୧୧

ନୂଆଦିଲ୍ଲୀ,୧୨ା୮(ପି.ଟି.): ପଶ୍ଚିମବଙ୍ଗ, ତ୍ରିପୁରା ଏବଂ ମେଘାଳୟ ସୀମା ଦେଇ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିବା ୧୧ ଜଣ ବାଂଲାଦେଶୀଙ୍କୁ ଗିରଫ କରାଗଲାଣି। ସେମାନଙ୍କୁ ଜେରା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସମ୍ପୃକ୍ତ ରାଜ୍ୟ ପୋଲିସକୁ ହସ୍ତାନ୍ତର କରାଯିବ ବୋଲି ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମୁଖପାତ୍ର ରବିବାର କହିଛନ୍ତି। ଅନୁପ୍ରବେଶ ପ୍ରସଙ୍ଗର ଆପୋସ ସମାଧାନ ନିମନ୍ତେ ବିଏସ୍‌ଏଫ୍‌ ପ୍ରତିପକ୍ଷ ବର୍ଡର ଗାର୍ଡ ଅଫ୍‌ ବାଂଲାଦେଶ (ବିଜିବି) ସହ ନିରନ୍ତର ଯୋଗାଯୋଗରେ ରହିଛି। ଶେଖ୍‌ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶରେ ସଂଖ୍ୟାଲଘୁମାନଙ୍କ ସୁରକ୍ଷା ପ୍ରତି ବିପଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri