ବୀରମିତ୍ରପୁର,୧୨ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ଶନିବାର ଏକ ମାଲବାହୀ ଟ୍ରେନ୍ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ବୀରମିତ୍ରପୁର ଉପରମାର୍କେଟ ଅଞ୍ଚଳ ନିକଟରେ ଲାଇନଚ୍ୟୁତ ହୋଇଛି। ଚୂନଭଟାରୁ ବୀରମିତ୍ରପୁର ରେଳ ଷ୍ଟେଶନକୁ ଗଲା ବେଳେ ଏହି ଅଘଟଣ ଘଟିଛି।