ରାଜ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର ଜଣେ ରହିଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର ଓ ସମ୍ବଲପୁର ଜଲାରୁ ୨ ଜଣ ଲେଖାଏ ଏବଂ ଗଜପତି,କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୮୫ଜ ଣକୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨,୮୭,୮୮୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୨ଟି ଆକ୍ଟିଭ କେସ ରହିଥିବା ବେଳେ ୧୨,୭୮,୫୮୮ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri