ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୨୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ୱରରୁ ୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ ପାଇଁ ଚାଇନା ମାଂସ ବଜାରକୁ ଦାୟୀ କଲେ ମୋରିସନ୍‌: ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଜାତିସଂଘରେ ଅପିଲ୍‌

ମେଲବୋର୍ନ, ୪ ।୪: ପୃଥିବୀରେ ଦେଖାଦେଇଥିବା କରୋନା ଆତଙ୍କ ପାଇଁ ଚାଇନାର ମାଂସ ବଜାର ହିଁ ଦାୟୀ । ଏନେଇ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ୍...

ଭୁବନେଶ୍ୱର ପରିଦର୍ଶନରେ ଆସୁଛନ୍ତି ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ନେଇ ଗଢାଯାଇଥିବା ସଂସଦୀୟ ଷ୍ଟାଣ୍ଡିଂ କମିଟିର ୨୦ ଜଣ ସଦସ୍ୟା, ସଦସ୍ୟ ଏବଂ ୫ ଜଣ ସଂସଦୀୟ ବ୍ୟାପାର ଅଧିକାରୀ ଓଡ଼ିଶା...

ବରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ, ଉଠାଜଳସେଚନ ପ୍ରକଳ୍ପ କଲେ ତଦାରଖ

ବରଗଡ଼ ଅଫିସ,୧୫।୫: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର ବରଗଡ଼ ଗସ୍ତରେ ଆସିଛନ୍ତି । ସେ ଏଠାକୁ ଆସିବା ବାଟରେ...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ମହାରାଷ୍ଟ୍ରରେ ସର୍ବାଧିକ…

ନୂଆଦିଲ୍ଲୀ, ୨୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା...

ଆଇସୋଲେଶନରେ ମହାରାଷ୍ଟ୍ର ରାଜ୍ୟପାଳ

ମୁମ୍ବାଇ,୧୨।୭: ମହାରାଷ୍ଟ୍ରରେ ଦେଶର ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏପର୍ଯ୍ୟନ୍ତ ବି ସେଠାରେ କରୋନା ଥମିବାର ନାଁ ନେଉନି। ରବିବାରଠାରୁ ମହାରାଷ୍ଟ୍ରର ରାଜ୍ୟପାଳ...

ହାଇଓ୍ବା ଧକ୍କାରେ ଇନୋଭା ଚୁର୍‌ମାର: ଡ୍ରାଇଭର ମୃତ, ୭ ଗୁରୁତର

କେନ୍ଦୁଝର/ଚମ୍ପୁଆ,୧ା୭(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନାରଦପୁର ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ...

Advertisement
Archives

Model This Week