Posted inଜାତୀୟ

୧୧ ବିଦେଶୀ ନାଗରିକଙ୍କଠାରେ ଓମିକ୍ରନର ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ

ନୂଆଦିଲ୍ଲୀ,୫।୧: ଭାରତରେ ବିଦେଶୀ ଯାତ୍ରୀମାନଙ୍କ ସ୍କ୍ରିନିଂ ପରେ ଓମିକ୍ରନର ୧୧ଟି ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଛନ୍ତି। ଏକ ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତକୁ ଆସିଥିବା ୧୯,୨୨୭ ବିଦେଶୀ ଯାତ୍ରୀଙ୍କର ଟେଷ୍ଟିଂ ଡିସେମ୍ବର୨୪ରୁ ଜାନୁୟାରୀ ୩ ମଧ୍ୟରେ କରାଯାଇଥିଲା। ସେଥିମଧ୍ୟରୁ ୧୨୪ଟି ମାମଲା ପଜିଟିଭ୍‌ ଆସିଥିଲା। ଏହାପରେ ସେମାନଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ତେବେ ୧୨୪ଟି ମାମଲା ଭିତରୁ ଓମିକ୍ରନର ୧୧ଟି ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri