୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଆଦି ୧୧ ଜିଲାକୁ ଝଡ଼ବର୍ଷା ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୋମବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୦.୧ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୧୧.୨, ସମ୍ବଲପୁରରେ ୧୧.୨, ପାରାଦୀପ ୮.୮, ସୁନ୍ଦରଗଡ଼ ୪.୬, ରାୟଗଡ଼ା ୫.୨, ରାଉରକେଲାରେ ୪.୩, ଖୋର୍ଦ୍ଧାରେ ୪ମିମି ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ବରଡୋଲ ଜୈନ ପୋଲି ଫେଵରେ ନିଆଁ: ସାରା ଅଞ୍ଚଳ ଧୂଆଁମୟ

ବରଗଡ଼,୯।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଜୈନ ପୋଲି ଫେବ୍ ବସ୍ତା ଫ୍ୟାକ୍ଟ୍ରିରେ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଫ୍ୟାକ୍ରିର ବିଭିନ୍ନ ସାମଗ୍ରୀ ନଷ୍ଟ…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଶେଷ ବେଳକୁ ବିଜେଡରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ  ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri