୧୧ନିଶାସକ୍ତ ଡ୍ରାଇଭରଙ୍କୁ କୋର୍ଟଚାଲାଣ

ବାରିପଦା ଅଫିସ,୮।୫: ମାନ୍ୟବର ସୁପ୍ରିମ କୋର୍ଟଙ୍କ ଆଦେଶକୁ ଭିତ୍ତି କରି ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ମଦୁଆ ଚାଳକଙ୍କୁ ଯାଞ୍ଚ କରାଯାଇଛି। ବାରିପଦା ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି ୬ଜଣ ଓ ଆଞ୍ଚଳିକ ପରିବହନ ଅଧିକାରୀ ୫ଜଣ ମଦ୍ୟପ ଡ୍ରାଇଭରଙ୍କୁ ଚିହ୍ନଟ କରି ସେମାନଙ୍କ ଲାଇସେନ୍ସକୁ ରବ୍ଦ କରିଛନ୍ତି। ସେମାନେ ଚଳାଉଥିବା ୧୧ ଗାଡିକୁ ଜବତ କରାଯାଇଥିବା ବେଳେ ୧୧ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri