Posted inଜାତୀୟ

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ ଗଙ୍ଗା ମାଧ୍ୟମରେ ଭାରତୀୟମାନେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ଶନିବାର ୧୫ଟି ବିମାନରେ ପାଖାପାଖି ୩୦୦୦ ଭାରତୀୟ ୟୁକ୍ରେନ୍‌ରୁ ଆସି ଭାରତ ପହଞ୍ଚିଛନ୍ତି । ଏଥିରେ ୧୨ ବିଶେଷ ବିମାନ ଥିବା ବେଳେ ଭାରତୀୟ ବାୟୁସେନାର ୩ଟି ବିମାନ ସାମିଲ ହୋଇଥିଲା ।
ସୂଚନାଯୋଗ୍ୟ, ୟୁକ୍ରେନରେ ଫସିଥିବା ଭାରତୀୟଙ୍କୁ ପଡୋଶୀ ଦେଶ ରୋମାନିଆ, ହଙ୍ଗେରୀ, ସ୍ଲୋଭାକିୟା ଓ ପୋଲାଣ୍ଡ ବାଟ ଦେଇ ଉଦ୍ଧାର କରାଯାଉଛି । ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶନିବାର ହଙ୍ଗେରୀର ବୁଦାପେଷ୍ଟରୁ ୫, ରୋମାନିଆର ସୁସେଆୱାରୁ ୪, ସ୍ଲୋଭାକିୟାର କୌକରୁ ୧ ଓ ପୋଲାଣ୍ଡର ରଜେଜାଁରୁ ୨ଟି ବିମାନ ଭାରତୀୟଙ୍କୁ ନେଇ ସ୍ୱଦେଶ ଫେରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri