Posted inଜାତୀୟ

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ ଗଙ୍ଗା ମାଧ୍ୟମରେ ଭାରତୀୟମାନେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ଶନିବାର ୧୫ଟି ବିମାନରେ ପାଖାପାଖି ୩୦୦୦ ଭାରତୀୟ ୟୁକ୍ରେନ୍‌ରୁ ଆସି ଭାରତ ପହଞ୍ଚିଛନ୍ତି । ଏଥିରେ ୧୨ ବିଶେଷ ବିମାନ ଥିବା ବେଳେ ଭାରତୀୟ ବାୟୁସେନାର ୩ଟି ବିମାନ ସାମିଲ ହୋଇଥିଲା ।
ସୂଚନାଯୋଗ୍ୟ, ୟୁକ୍ରେନରେ ଫସିଥିବା ଭାରତୀୟଙ୍କୁ ପଡୋଶୀ ଦେଶ ରୋମାନିଆ, ହଙ୍ଗେରୀ, ସ୍ଲୋଭାକିୟା ଓ ପୋଲାଣ୍ଡ ବାଟ ଦେଇ ଉଦ୍ଧାର କରାଯାଉଛି । ବୈଦେଶିକ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶନିବାର ହଙ୍ଗେରୀର ବୁଦାପେଷ୍ଟରୁ ୫, ରୋମାନିଆର ସୁସେଆୱାରୁ ୪, ସ୍ଲୋଭାକିୟାର କୌକରୁ ୧ ଓ ପୋଲାଣ୍ଡର ରଜେଜାଁରୁ ୨ଟି ବିମାନ ଭାରତୀୟଙ୍କୁ ନେଇ ସ୍ୱଦେଶ ଫେରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏବିଜି ଗ୍ରୁପ୍‌ର ଚେୟାରମ୍ୟାନ୍‌ ରିଷି ଅଗ୍ରଓ୍ବାଲ ଗିରଫ

ନୂଆଦିଲ୍ଲୀ,୨୧।୯:  ଏବିଜି ଗ୍ରୁପର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ରିଷି ଅଗ୍ରୱାଲଙ୍କୁ ୨୨,୦୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ଗିରଫ କରିଛି। ଏବିଜି ସିପିୟାର୍ଡ...

ଭାଜପା ବିରୋଧୀଙ୍କୁ ଏକତ୍ରିତ ହେବାକୁ ଚିଠି ଲେଖିଲେ ମମତା

ନୂଆଦିଲ୍ଲୀ, ୩୧।୩ : ନନ୍ଦିଗ୍ରାମରେ ଶୁଭେନ୍ଦୁ ଅଧିକାରୀଙ୍କ ସହ ହେବାକୁ ଯାଉଥିବା ନିର୍ବାଚନୀ ଯୁଦ୍ଧ ଅବସରରେ ଭାଜପାର ବିରୋଧୀ ଦଳର ନେତାଙ୍କୁ ଚିଠି ଲେଖିଛନ୍ତି ପଶ୍ଚିମବଙ୍ଗ...

ପାରାଶୁଟ୍‌ ଦୁର୍ଘଟଣା: ସେନା କମାଣ୍ଡୋଙ୍କ ମୃତ୍ୟୁ

ଆଗ୍ରା, ୧୩ା୫(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ଆଗ୍ରା ଜିଲା ଅନ୍ତର୍ଗତ ମାଲପୁରା ଅଞ୍ଚଳରେ ଶୁକ୍ରବାର ଏକ ପାରାଶୁଟ୍‌ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ସେନା କମାଣ୍ଡୋଙ୍କର ମୃତ୍ୟୁ ଘଟିଛି।...

ଆନ୍ଧ୍ରପ୍ରଦେଶ-ତେଲେଙ୍ଗାନାରେ ୪୬ ଲକ୍ଷ ଲୋକଙ୍କ ନାମ ଭୋଟର ତାଲିକାରେ ନାହିଁ: ନୋଟିସ ଜାରି କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ଭୋଟର ତାଲିକାରୁ ୪୬ ଲକ୍ଷ ଲୋକଙ୍କ ନାମ ହଟାଇ ଦିଆଯାଇଛି। ଏନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଦାଖଲ ହୋଇଥିବା...

ପଜିଟିଭ ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ-ଗମ୍ଭୀର

ଚଣ୍ଡିଗଡ଼,୬।୧୧:କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଥିବା ଅଧିକାରୀଙ୍କ ସମ୍ପର୍କରେ ଆସିବା ପରେ ହୋମ କ୍ୱାରାଣ୍ଟାଇନ୍‌ରେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ। ଅନ୍ୟପଟେ ଦିଲ୍ଲୀର ଭାଜପା...

ପୃଥିବୀଠାରୁ ୯.୨ ଲକ୍ଷ ଦୂରରେ ପହଞ୍ଚିଲା ଆଦିତ୍ୟ- ଏଲ୍‌୧

ନୂଆଦିଲ୍ଲୀ,୧।୧୦: ଇସ୍ରୋ ଶନିବାର ଭାରତର ସୂର୍ଯ୍ୟ ମିଶନ ବିଷୟରେ ବଡ ସୂଚନା ଦେଇଛି। ଇସ୍ରୋ ଟୁଇଟ କରି କହିଛି ଯେ, ଆଦିତ୍ୟ- ଏଲ୍‌୧ ମିଶନ ଅଧୀନରେ...

ପୂର୍ବତନ ଭାରତୀୟ କ୍ରିକେଟର୍‌ ଚେତନ ଚୌହାନଙ୍କ ପରଲୋକ

ଲକ୍ଷ୍ନୌ, ୧୬।୮: ପୂର୍ବତନ ଭାରତୀୟ କ୍ରିକେଟର୍‌ ତଥା ବର୍ତ୍ତମାନ ଉତ୍ତର ପ୍ରଦେଶ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ଚେତନ ଚୌହାନ କରୋନାରେ ପ୍ରାଣ ହରାଇଛନ୍ତି। କରୋନା...

ରାଜ୍ୟ ସଭା ଅଚଳ: ବିରୋଧୀ କଲେ ଗୃହ ତ୍ୟାଗ, ଉପବାସ ପାଇଁ ଅନୁମତି ଲୋଡ଼ିଲେ ହରିବଂଶ

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍‌ପିଙ୍କୁ ନିଲମ୍ବିତ କରାଯିବା ଘଟଣା ନେଇ ଏବେ ଗୃହ ଅଚଳ ହୋଇପଡ଼ିଛି। କଂଗ୍ରେସ ସମତେ ଅନ୍ୟ ବିରୋଧୀ ଦଳ...

Advertisement
Archives

Model This Week