Posted inଖେଳ

ଦିବ୍ୟାଙ୍ଗ ଦୁଃସାହସିକ କ୍ରୀଡ଼ା ଶିବିରରେ ଓଡ଼ିଶାରୁ ୧୧

ଭୁବନେଶ୍ୱର,୨୬ା୧୨(ସ୍ପୋଟର୍‌ସ ବ୍ୟୁରୋ): ପଶ୍ଚିମବଙ୍ଗ ରାଜ୍ୟ କ।ଲିମ ପୋଙ୍ଗ ଜିଲାର ଦୁର୍ଗମ ଜଙ୍ଗଲ ଓ ପାହାଡ଼ଭରା ଦାରସିଂ ଅଞ୍ଚଳରେ ଡିସେମ୍ବର ୧୮ରୁ ୨୩ ଯାଏ ଅନୁଷ୍ଠିତ ହୋଇଛି ଜାତୀୟ ଦୁଃସାହସିକ କ୍ରୀଡ଼ା ଓ ପ୍ରକୃତିକୁ ଚିହ୍ନିବା ଶିବିର। ୭ରୁ ୨୫ ବୟସ ବର୍ଗର ଭିନ୍ନକ୍ଷମମାନଙ୍କ ନିମନ୍ତେ ଅନୁଷ୍ଠିତ ଏହି ଶିବିରରେ ଓଡ଼ିଶାରୁ ୧୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।

ଜଣାଶୁଣା ଦୁଃସାହସିକ କ୍ରୀଡ଼ାବିତ୍‌ ତଥା ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସାମିଲ ଅର୍ପିତା ମହାପାତ୍ର ଏହି ଦଳର ନେତୃତ୍ୱ ନେଇଥିଲେ। ଏହି ଦଳର ସମସ୍ତ ସଦସ୍ୟ ଓପନ୍‌ ଲର୍ନିଂ ସିଷ୍ଟମ ଅନୁଷ୍ଠାନ ସହ ଜଡ଼ିତ। ପାଞ୍ଚଦିନର ଏହି ଶିବିରରେ ଭାଗ ନେଇଥିବା ସମସ୍ତେ ପାହାଡ଼ ଉପରେ ଟେଣ୍ଟ ପକାଇ ରହିଥିଲେ। ସେଠାରେ ପରିବେଶ ପରିକ୍ରମା କରି ଜଙ୍ଗଲ ଓ ପରିବେଶ ବିଷୟରେ ଅନେକ କିଛି ଶିଖିଥିଲେ।

ଦୁଃସାହସିକ କ୍ରୀଡ଼ାଗୁଡ଼ିକ ମଧ୍ୟରେ ରିଭର୍‌ କ୍ରସିଂ, କମାଣ୍ଡୋ ୱାକ୍‌, ୱେବ୍‌ ୱାକ୍‌, ୱାଲ୍‌ କ୍ଲାଇମ୍ବିଂ, ଜଙ୍ଗଲ ଟ୍ରେକ୍‌ ଓ ନଦୀପାର୍ଶ୍ୱ ଟ୍ରେକ୍‌ କରାଯାଇଥିଲା। ହିମାଳୟାନ ନେଚର ଆଣ୍ଡ ଆଡ୍‌ଭେଞ୍ଚର ଫାଉଣ୍ଡେଶନ ପକ୍ଷରୁ ଅନୁଷ୍ଠିତ ଶିବିରରେ ମୋଟ ୨୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରତିଯୋଗୀମାନଙ୍କୁ ଆତ୍ମନିର୍ଭର ହେବାର ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri