ଥମୁନି ଧଳାଜହର କାରବାର: ଭଦ୍ରକରୁ ୧୧ ଗ୍ରାମ ବ୍ରାଉନ ସୁଗାର ଜବତ

ଭଦ୍ରକ ଅଫିସ, ୮।୧: ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଛୟାଳସିଂ ଅଞ୍ଚଳରୁ ଶୁକ୍ରବାର ବ୍ରାଉନ ସୁଗାର ଜବତ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଥିବା ବନ୍ତ ପୋଲିସ କହିଛି। ଅଭିଯୁକ୍ତ ହେଉଛନ୍ତି ଶ୍ରୀକାନ୍ତ ପ୍ରଧାନ । ତାଙ୍କଠାରୁ ୧୧ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଥିବା ଭଦ୍ରକ ଏସ୍‌ଡିପିଓ ସାର୍ଥକ ରାଏ ଉପରୋକ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗହରା କଳାକାର ସଂଘ: ବସୁନାହିଁ ବୈଠକ, ପରିବର୍ତ୍ତନ ହେଉନାହାନ୍ତି ସମ୍ପାଦକ

ନୟାଗଡ଼ ଅଫିସ,୩୧।୭(ରଞ୍ଜନ କୁମାର ପ୍ରଧାନ)-କଳା,ସଂସ୍କୃତି ଓ ଐତିହ୍ୟର ପୀଠ ନୟାଗଡ଼ ଜିଲା । ଦଣ୍ଡନାଚ, ବାଉଁଶରାଣୀ, ପାଲା , ଦାସକାଠିଆ, ଚଢ଼େୟା ଚଢ଼େୟାଣୀ ଭଳି ୧୪...

ଉଦ୍ଧାର ବନ୍ୟଜନ୍ତୁଙ୍କ ଲାଗି ସାମୟିକ ରହଣିସ୍ଥଳ

ଢେଙ୍କାନାଳ ଅଫିସ, ୪।୬ – ଉଦ୍ଧାର ହୋଇଥିବା ବନ୍ୟଜନ୍ତୁଙ୍କ ସାମୟିକ ରହଣି ଲାଗି ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଆରମ୍ଭ ହୋଇଛି ‘ଟେମ୍ପରାରି ଟ୍ରାଞ୍ଜିଟ୍‌ ଫାସିଲିଟିଜ୍‌...

ବିଦ୍ୟାଳୟ ମିଶ୍ରଣକୁ ନେଇ ବଢିଲା ସମସ୍ୟା : ଆସିଲେନି ଶିକ୍ଷକ, ଖୋଲିଲାନି ତାଲା

ବାଲିକୁଦା,୬ା୮(ସ୍ବ.ପ୍ର.): ବାଲିକୁଦା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧୀନ ବଘେଇପୁର ପ୍ରାଥମିକ ବିଦ୍ୟାଳୟ ଓ କପୁରାବେଲାରୀ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ପ୍ରକ୍ରିୟାକୁ ନେଇ ଉପୁଜିଥିବା ସମସ୍ୟା...

କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ...

ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍‌, ମାଲିକ ଅଟକ

ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍‌ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ...

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ...

ଗଞ୍ଜାମ ବସ୍‌ ଦୁର୍ଘଟଣା ଏସ୍‌ସିବିରେ ଆହତଙ୍କୁ ଭେଟିଲେ ଭାଜପା ରାଜ୍ୟ ସଭାପତି

କଟକ ଅଫିସ,୧୧ା୨: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ଅଧୀନ ମେଣ୍ଢରାଜପୁର ଛକରେ ରବିବାର ଅପରାହ୍ନରେ ସିଲ୍‌କ ସିଟି ନାମକ ଏକ ବସ୍‌ରେ ୧୧ କେଭି ବିଦ୍ୟୁତ୍‌...

ନକଲି ଶିକ୍ଷକ ନିଲମ୍ବିତ

ରସୁଲପୁର,୨୫।୯(ଡି.ଏନ.ଏ.):ରସୁଲପୁର ଶିକ୍ଷାମଣ୍ଡଳ ଅଧୀନ ବାରବାଟୀ ପଞ୍ଚାୟତ ଦୁର୍ଗାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିଜୟ ଭୂଷଣ ଶରଣଙ୍କୁ ବ୍ଲକ ଶିକ୍ଷାଧିକାରୀ(ବିଇଓ)ସୁଦର୍ଶନ ମଲ୍ଲିକ ଚାକିରିରୁ ନିଲମ୍ବିତ କରିଛନ୍ତି।...

Advertisement
Archives

Model This Week