୧୧ ଗ୍ରାମ ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକ ଅଫିସ,୧୬ା୧୨: ଭଦ୍ରକ ସହରର ଜାତୀୟ ରାଜପଥ ଗେଲପୁର ନିକଟରେ ଗୁରୁବାର ରାତିରେ ଗ୍ରାମାଞ୍ଚଳ ପୋଲିସ ୧୧ ଗ୍ରାମ୍‌ ବ୍ରାଉନସୁଗାର ଜବତ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି। ଏମ୍‌ଭି ଚେକିଂ ବେଳେ ଏକ ବାଇକ୍‌ରେ କଟକର ୨ ଜଣ ଯୁବକ ବ୍ରାଉନସୁଗାର ସହ ଧରାପଡ଼ିଥିଲେ। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ କଟକ ଜିଲା ଚୌଦ୍ୱାର ନୂଆସାହିର ସମ୍ବିତ ମିଶ୍ର ଓ ନରସିଂହପୁର ଅଧେଇଗୁଣ୍ଡିର ଜ୍ଞାନେନ୍ଦ୍ର ମହାରଣା । ଏନେଇ ମାମଲା କେସ୍‌ ନଂ. ୬୩୭/୨୨ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଟ ନଦୀରେ ପୁଣି ମାଛ ମଡ଼କ

ପାରାଦୀପ,୧ା୧(ସ୍ବ.ପ୍ର.): ପାରାଦୀପର ବାଲିଝରା ସଂଲଗ୍ନ ବଟନଦୀରେ ଶନିବାର ପୁଣି ମାଛ ମଡ଼କ ହୋଇଛି। ଏହି ନଦୀରେ ପ୍ରଚୁର ପରିମାଣର ମାଛ ମରି ଭାସୁଥିବାରୁ ଚତୁଃପାଶର୍‌ବରେ ଥିବା ବସ୍ତି...

ଦୁର୍ଘଟଣାରେ ପୂର୍ବତନ ଛାତ୍ର ସଂସଦ ସଭାପତି ଆହତ, ମେଡିକାଲରେ ଉତ୍ତେଜନା

ଗଞ୍ଜାମ,୨।୧୦(ଡି.ଏନ୍‌.ଏ.): ଋଷିକୂଲ୍ୟା ପୋଲଠାରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଞ୍ଜାମ କଲେଜର ପୂର୍ବତନ ଛାତ୍ର ସଂସଦ ସଭାପତି ଅନିଲ କୁମାର ପରିଡ଼ା ବ୍ରହ୍ମପୁରରୁ ନିଜ ଗ୍ରାମକୁ...

ବାଲେଶ୍ୱରରେ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଲା, ୨୨ ସୁସ୍ଥ

ବାଲେଶ୍ୱର ଅଫିସ,୧୭ା୫: ବାଲେଶ୍ୱର ଜିଲାରେ ରବିବାର ୧୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ...

ଗାଡି ଧକ୍କାରେ ଭାଲୁ ମୃତ

କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ନେକଡାଘର ଏନ୍‌ଏଚ ୨୦ରେ ରବିବାର ବିଳମ୍ବିତ ରାତିରେ ଗାଡି ଧକ୍କାରେ ଏକ ଭାଲୁର ମୃତ୍ୟୁ ହୋଇଛି।...

୯ ବଖରା ଜଳିଗଲା

ଭଣ୍ଡାରିପୋଖରୀ/ତିହିଡ଼ି, ୧୫।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ନେଉଳିଆ ଓ ତିହିଡ଼ି ଥାନା ବାରସର ପଞ୍ଚାୟତ ଅଧୀନ ଚକରାସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି...

ବିଛଣା ଧରିଲା ଘର ଚଳାଉଥିବା ଯୁଆନ ପୁଅ

ଦଶମନ୍ତପୁର,୧୧ା୧୦(ଡି.ଏନ୍‌.ଏ.): ଦିନେ ସେ ଘର ଚଳାଉଥିବା ଯୁଆନ ପୁଅ ଥିଲେ। କିନ୍ତୁ ଏବେ ସକାଳ ହେଲେ ପରିବାର ଲୋକେ ତାଙ୍କୁ ଘରୁ ଟେକି ଆଣି ବାରଣ୍ଡାରେ...

ରପେୟା ସରକାରୀ ହାଇସ୍କୁଲରେ ଛାତ୍ରୀଛାତ୍ର, ଅଭିଭାବକଙ୍କ ଧାରଣା ଜାରି

ଖଇରା, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରପେୟା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ, କିରାଣି ଏବଂ ପିଅନ ପଦବୀ ପୂରଣ ଲାଗି ଛାତ୍ରୀଛାତ୍ର, ଅଭିଭାବକ...

ଦେବଗଡ଼ରେ ଜବରଦଖଲ ଉଚ୍ଛେଦ ଜାରି

ଦେବଗଡ଼,୧୭।୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ପୌରାଞ୍ଚଳ ଅଧୀନ ସହରର ମୁଖ୍ୟ ମାର୍କେଟ ଡ୍ରେନ ଉପରେ ଥିବା ଦୋକାନ ଗୃହଗୁଡିକର ବୁଧବାର ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୂଚନାଯୋଗ୍ୟ,ଦୀର୍ଘ...

Advertisement
Archives

Model This Week