ଆଜି ଭୁବନେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୭୬୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୩୧୩୦୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ବାହାନାରେ ୧୦ ଲକ୍ଷ ଲୁଟିଲେ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବିଦେଶୀଙ୍କ ନାଁରେ ସହାୟତା ବାହାନାରେ ଲୁଟୁଛନ୍ତି ସାଇବର ଅପରାଧୀ। ପୂର୍ବରୁ ଓଡ଼ିଶାର ୨ଜଣ ବ୍ୟକ୍ତି ଏମିତି ଠକେଇର ଶିକାର ହୋଇ ଲକ୍ଷ ଲକ୍ଷ ଟଙ୍କା...

ଅପେକ୍ଷାରେ ୫୦ ବର୍ଷ

ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.):  କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର...

କରୋନା ଯାଇନି, ସମସ୍ତେ ସତର୍କ ରହନ୍ତୁ: ପୋଲିସ କମିଶନର

ଭୁବନେଶ୍ୱର,୨୭।୫(ବ୍ୟୁରୋ)-କରୋନା ଯାଇନି। ସମସ୍ତେ ସତର୍କ ରହନ୍ତୁ। ଲକଡାଉନ ନିୟମକୁ ପାଳନ କରନ୍ତୁ। ଲକ୍‌ଡାଉନ କୋହଳର ଅର୍ଥ ନୁହେିଁ କରୋନା ପଳାଇଲା। ସାମାଜିକ ଦୂରତା ପ୍ରତ୍ୟେକ ଲୋକ...

ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦ ପୁନର୍ଗଠନ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦର ପୁନର୍ଗଠନ କରାଯାଇଛି। ଆସନ୍ତା ୨୪ ତାରିଖରୁ ଏହି ନୂତନ...

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି...

କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର

ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ...

ଡ୍ରାଇଭରଙ୍କ ପାଇଁ ବର୍ଷକର ଦରମା ଦେଲେ ଓଲା ସିଇଓ

ନୂଆଦିଲ୍ଲୀ, ୨୮।୩- କରୋନା ପାଇଁ ୨୧ ଦିନ ଲକ୍‌ଡାଉନ୍‌ ରହିଛି ସାରାଦେଶ। ଏଥିଯୋଗୁ ଅନେକ ଲୋକଙ୍କ ସମସ୍ୟା ବଢ଼ିଯାଇଥିବା ବେଳେ ରାଇଡ୍‌ ସେୟାରିଂ ପ୍ଲାଟଫର୍ମ ଓଲା...

ଜାମିନ ପାଇଁ ହାଇକୋର୍ଟ ଗଲେ ଡାକ୍ତର

କଟକ ଅଫିସ,୪। ୮: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ କରାଇବା ଘଟଣାରେ ପୂର୍ବତନ ଆଇଆଇସି ଆନନ୍ଦ...

Play 250+ Trending Games
Archives

Model This Week

Why Dharitri