ଭେଙ୍କୁଭରରେ କାର୍‌ ମଡ଼ାଇ ୧୧ ଜଣଙ୍କୁ ହତ୍ୟା

ଭେଙ୍କୁଭର,୨୮ା୪: କାନାଡାର ବ୍ରିଟିଶ୍‌ କଲମ୍ବିଆସ୍ଥିତ ଭେଙ୍କୁଭରରେ ଶନିବାର ଲାପୁ-ଲାପୁ ଷ୍ଟ୍ରିଟ୍‌ ଫେଷ୍ଟିଭାଲ ବେଳେ ଭିଡ଼ ଉପରକୁ ଜଣେ ବ୍ୟକ୍ତି ଦ୍ରୁତଗତିରେ କାର୍‌ ଚଢ଼ାଇ ଦେଇଛନ୍ତି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ୩୦ ବର୍ଷୀୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ତେବେ ଏହା ଆତଙ୍କବାଦୀ କାର୍ଯ୍ୟ ନୁହେଁ ବୋଲି ପୋଲିସ ସ୍ପଷ୍ଟ କରିଛି।
ଭେଙ୍କୁଭରରେ ଶନିବାର ସ୍ଥାନୀୟ ସମୟ ରାତି ୮ଟା ୧୪ରେ ଫିଲିଫିନୋ ସମ୍ପ୍ରଦାୟର ଲୋକେ ଲାପୁ-ଲାପୁ ଉତ୍ସବ ପାଳୁଥିବାବେଳେ ଇ୪୩ତମ ଆଭେନ୍ୟୁ ଏବଂ ଫ୍ରାସର ଷ୍ଟ୍ରିଟ୍‌ରେ ଏକ କଳାରଙ୍ଗର ଏସ୍‌ୟୁଭି ହଠାତ୍‌ ମାଡ଼ିଆସିଥିଲା। ଭିଡ଼ ଉପରେ କାର୍‌ ଚଢ଼ିଯିବାରୁ ଚାହୁଁଚାହୁଁ ୯ ଜଣଙ୍କ ଜୀବନ ଚାଲିଗଲା। ଆହତ ହୋଇଥିବା ଅନୂ୍ୟନ ୨୦ ଜଣଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବା ପୂର୍ବରୁ ଲୋକେ କାର୍‌ ଚାଳକଙ୍କୁ କାବୁ କରିଥିଲେ। ପୋଲିସ ତାଙ୍କୁ ପୂର୍ବରୁ ଜାଣିଥିବା କହିଛି। କାନାଡାରେ ସାଧାରଣ ନିର୍ବାଚନକୁ ୨ ଦିନ ବାକି ଥିବାବେଳେ ଏହା ପୂର୍ବରୁ ଏଭଳି ଘଟଣା ଘଟିଛି। କାନାଡା ପ୍ରଧାନମନ୍ତ୍ରୀ ମାର୍କ କେନି ଘଟଣାର ନିନ୍ଦା କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?