ବଢୁଛି କରୋନା କାୟା: କଟକରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୮।୭: କଟକ ସହରରେ ଶନିବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୬ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୩ଜଣ, ଲୋକାଲ କେସ୍‌ ୨ଜଣ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୩୪କୁ ବୃଦ୍ଧି ପାଇଛି। ସେଥିରୁ ୧୩୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୭ଜଣଙ୍କ ମୃତ୍ୟୁ ଘଟିଥିବା କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରୁ ଆଜି ୩୨୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୮

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮...

ମୃତ୍ତିକା ବିନା ଶସ୍ୟ ଉତ୍ପାଦନ ଅସମ୍ଭବ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାଠାରେ ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟ ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ...

୩ କର୍ମଚାରୀରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଭୋଗରାଇ, ୧୭।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆବଶ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି...

ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା

ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର...

୪ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ...

ଲଗାଣ ବର୍ଷା : ବଢୁଛି ମହାନଦୀ ଜଳସ୍ତର; ବନ୍ୟା ଆଶଙ୍କାରେ ନଦୀକୂଳିଆ ଗ୍ରାମବାସୀ

ଗଣିଆ,୧୪।୮(ଡି.ଏନ.ଏ.)-ଗତ ୨ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଚଳିତ ବର୍ଷ ହୀରାକୁଦ ନଦୀବନ୍ଧରୁ ଏ ପର୍ଯ୍ୟନ୍ତ...

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ...

ଅଜଣା ବ୍ୟାଧି

ଅଜଣା ବ୍ୟାଧି ଗ୍ରାସ କରିଛି ଜିଲାକୁ। ସଚେତନତା ହେଉଛି ଏହାର ଏକମାତ୍ର ମହୌଷଧି। ହେଲେ ଏହା ପହଞ୍ଚିପାରୁନି ଦୁର୍ନୀତି କବଳିତ ବ୍ୟକ୍ତିବିଶେଷଙ୍କ ପାଖରେ। ଫଳସ୍ବରୂପ ଡିଅଁ।ରୋଗ...

Advertisement


Archives

Model This Week