କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ ପହଞ୍ଚିଛି। ସେଥିରୁ ୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୯ ଆକ୍ଟିଭ୍‌ କେସ୍‌ ରହିଛି। ୨ଜଣଙ୍କ ମୃତ୍ୟୁ ଘଟିଛି।

୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରେ ୨ଜଣ ଏସ୍‌ସିବି ଆଇସୋଲେଶନ ଓ୍ବାଡର(୩୫ବର୍ଷ, ୪୫ବର୍ଷ), ବେସରକାରୀ ନର୍ସିଂ ହୋମ୍‌ର ୨୪ବର୍ଷୀୟ ପୁରୁଷ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ଜଣେ(୬୯) ବର୍ଷୀୟ ପୁରୁଷ ଅଛନ୍ତି। ୪ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରେ କନିକା ରୋଡ୍‌ ଶାନ୍ତି ବିହାରର ୩୨ବର୍ଷୀୟ ମହିଳା, ୫୭ବର୍ଷୀୟ ମହିଳା, ୪ ବର୍ଷୀର ଶିଶୁ, ୩୨ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ୩ ଲୋକାଲ କେସ୍‌ ମଧ୍ୟରେ ସିଡିଏ ସେକ୍ଟର ୭ ଅଞ୍ଚଳର ୩୧ ବର୍ଷୀୟ ପୁରୁଷ, ୨୬ ବର୍ଷୀୟ ମହିଳା, ଜଗତପୁର ଅଞ୍ଚଳର ୩୮ ବର୍ଷୀୟ ପୁରୁଷ ଅଛନ୍ତି। ଏନେଇ କଟକ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri