କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌, ୩ ଲୋକାଲ୍‌ କେସ୍‌ ରହିଛି। ଫଳରେ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୩ରେ ପହଞ୍ଚିଛି। ସେଥିରୁ ୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୯ ଆକ୍ଟିଭ୍‌ କେସ୍‌ ରହିଛି। ୨ଜଣଙ୍କ ମୃତ୍ୟୁ ଘଟିଛି।

୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରେ ୨ଜଣ ଏସ୍‌ସିବି ଆଇସୋଲେଶନ ଓ୍ବାଡର(୩୫ବର୍ଷ, ୪୫ବର୍ଷ), ବେସରକାରୀ ନର୍ସିଂ ହୋମ୍‌ର ୨୪ବର୍ଷୀୟ ପୁରୁଷ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ଜଣେ(୬୯) ବର୍ଷୀୟ ପୁରୁଷ ଅଛନ୍ତି। ୪ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରେ କନିକା ରୋଡ୍‌ ଶାନ୍ତି ବିହାରର ୩୨ବର୍ଷୀୟ ମହିଳା, ୫୭ବର୍ଷୀୟ ମହିଳା, ୪ ବର୍ଷୀର ଶିଶୁ, ୩୨ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ୩ ଲୋକାଲ କେସ୍‌ ମଧ୍ୟରେ ସିଡିଏ ସେକ୍ଟର ୭ ଅଞ୍ଚଳର ୩୧ ବର୍ଷୀୟ ପୁରୁଷ, ୨୬ ବର୍ଷୀୟ ମହିଳା, ଜଗତପୁର ଅଞ୍ଚଳର ୩୮ ବର୍ଷୀୟ ପୁରୁଷ ଅଛନ୍ତି। ଏନେଇ କଟକ ମ୍ୟୁନିସିପାଲ କର୍ପୋରେଶନ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

ପାଟଣା,୧୭ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ବୁଧବାର ଭୋର୍‌ରୁ ଜଣେ ୬୦ ବର୍ଷୀୟା ମହିଳା ହାତୀ ଆକ୍ରମଣରେ ଗୁରୁତର...

ଭାରସାମ୍ୟ ହରାଇ ଓଲଟିଲା ଟାଟା ଏସିଇ: ୨ ମହିଳା ଶ୍ରମିକ ମୃତ, ୫ ଗୁରୁତର

ସଜନାଗଡ଼, ୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୯ନଂ. ରାଜ୍ୟ ରାଜପଥର ସତ୍‌ସଙ୍ଗବିହାର ନିକଟରେ ବୁଧବାର ଭାରସାମ୍ୟ ହରାଇ ଏକ ଟାଟା ଏସିଇ ଓଲଟି ପଡ଼ିବାରୁ ୨ ମହିଳା...

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର...

ସରକାରୀ ସୁବିଧାରୁ ବଁଚିତ୍‌ ଦିବ୍ୟାଙ୍ଗ କୃଷ୍ଣ: ସାହାଯ୍‌ ଲାଗି ନିରଦେଶ ଦେଲେ ଜିଲାପାଳ

ପାଟଣାଗଡ଼, ୨୧।୧ (ଡି.ଏନ୍‌.ଏ.)- ପାଟଣାଗଡ଼ ଏନ୍‌ଏସି ସଭାକୁଠିଥି ସୋମବାର ଜିଲାପାଳକଁର ଉପଖଣ୍ଡସ୍ତରୀୟ ଜନଶୁନାନି କାଯ୍‌କରମ ଅନୁଷ୍‌ଠିତ ହେଇଯାଇଛେ। ଇ ଶିବିରରେ ଝନେ ଦୁଖିନୀ ମା’ର ଗୁଲ୍‌ଗୁଲା...

ଗାଁଠାରୁ ସହରରେ ସଂକ୍ରମଣ ଅଧିକ

କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ...

 ଜମିମାଫିଆଙ୍କ କବଜାରେ ରାଧାକୃଷ୍ଣଙ୍କ ଜମିକୁ ନେଇ ଅଭିଯୋଗ  

ପୁରୁଷୋତ୍ତମପୁର,୨୭/୧୨(ଡିଏନ୍ଏ) ଗଞ୍ଜାମ ଜିଲା ପୁରୁଷୋତ୍ତମ ପୁର ସହର ଉପକଣ୍ଠରେ ରାଧାକୃଷ୍ଣ ମହାପ୍ରଭୁବିଜେ ନାମରେ ଥିବା ପ୍ରାୟ ଏକ ଏକରରୁ ଉର୍ଦ୍ଧ ଜମିକୁ ଜମି ମାଫିଆ ମାନେ...

ସ୍କୁଲ ‘ଇ-ଉପସ୍ଥାନ’ ଆପ୍‌ ଶୁଭାରମ୍ଭ

ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ଆରମ୍ଭ ହୋଇଛି ‘ଇ-ଉପସ୍ଥାନ’ ଆପ୍‌। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...

ବିଦେଶରୁ ଫେରିଲେ ବାଚସ୍ପତି

ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ...

Advertisement
Archives

Model This Week