ସିରିଆରେ ଆତଙ୍କବାଦୀ ଆକ୍ରମଣ, ୧୧ ମୃତ

ଦାମାସକସ୍‌,୧୨।୨: କେନ୍ଦ୍ରୀୟ ସିରିଆରେ ଆତଙ୍କବାଦୀ ଆକ୍ରମଣ। ଏଥିରେ ଅତି କମ୍‌ରେ ୧୧ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ତେବେ ଏହି ଆକ୍ରମଣ ପଛରେ ଆଇଏସ୍‌ଆଇଏସ୍‌ର ହାତ ଥିବା ସନ୍ଦେହ କରାଯାଉଛି।

ସିରିଆର ଅବଜରଭେଟରୀ ଫର୍‌ ହ୍ୟୁମାନ ରାଇଟ୍ସ କହିଛି, ଆଇଏସ୍‌ଆଇଏସ୍‌ ଶନିବାର ହୋମସର ପୂର୍ବ ଗ୍ରାମରେ ଥିବା ପାଲମିରା ଅଞ୍ଚଳରେ ଏକ ପ୍ରକାର ଛତୁ ସଂଗ୍ରହ କରୁଥିବା ପ୍ରାୟ ୭୫ ଜଣଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଜଣେ ମହିଳା ଏବଂ ସିରିଆ ଶାସକ ଦଳର ଜଣେ ସଦସ୍ୟଙ୍କ ସମେତ ୧୦ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନ୍ୟମାନେ ନିଖୋଜ ଅଛନ୍ତି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri