
ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।
ଭଦ୍ରକ ଅଫିସ,୧୨ା୭: ରବିବାର ଭଦ୍ରକ ଜିଲାରୁ ୧୧ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଛୁଇଁଛି। ଚି଼ହ୍ନଟ ସମସ୍ତେ ସଙ୍ଗରୋଧ କେନ୍ଦ୍ରରୁ ବୋଲି କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା କୁହାଯାଇଛି।
କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋର୍ଟ ଥାନା ଅଞ୍ଚଳରେ ରଜ ପୋଷାକ ପାଇଁ ମା’ଙ୍କୁ ହତ୍ୟା କରିଥିବା ନାବାଳକ ପୁଅଙ୍କୁ ରବିବାର ରାଉରକେଲାସ୍ଥିତ ବାଳାଶ୍ରମକୁ ନିଆଯାଉଥିବା ବେଳେ...
ଇସ୍ତାନବୁଲ୍, ୨୪ା୩ (ଏଏଫ୍ପି)-ତୁର୍କୀ ଫୁଟ୍ବଲ ଆଇକନ୍ ଟରିମ୍ କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଛନ୍ତି। ବର୍ତ୍ତମାନ ସେ ଇସ୍ତାନବୁଲ୍ର ବଡ଼ ଫୁଟ୍ବଲ କ୍ଲବ ଗାଲାଟାସାରେର ମ୍ୟାନେଜର ଅଛନ୍ତି।...
ନୂଆଦିଲ୍ଲୀ,୩୦ ।୧୨: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ହେବାରେ ଲାଗିଲାଣି । କୋଭିଡର ନୂଆ ଭାରିଏଣ୍ଟ ଆଶା କରାଯାଉଥିବା ତୁଳନାରେ ଅଧିକ ବଢିବାରେ ଲାଗିଛି ।...
ବାରିପଦା ଅଫିସ,୧୬ା୧୨-ଅନ୍ୟକୁ ହାତ ପତାଇବି ନାହିଁ, ଅଣ୍ଟାରେ ବଳ ଥିବା ଯାଏ ଖଟିବି। ଏହି ଦୃଢ ମନୋବଳ ଓ ଇଚ୍ଛା ଶକ୍ତି ହିଁ ତାଙ୍କ ବାର୍ଦ୍ଧକ୍ୟ...
ଢେଙ୍କାନାଳ ଅଫିସ, ୧୩।୯-ହାତୀ ଉପଦ୍ରବରେ ଅତିଷ୍ଠ ହୋଇପଡ଼ିଛନ୍ତି ପରଜଙ୍ଗ ବ୍ଲକବାସୀ। ଦୀର୍ଘ ୪ବର୍ଷ ହେଲା ଅଞ୍ଚଳରେ ହାତୀପଲ ଫସଲ ନଷ୍ଟ କରି ଚାଲିଛନ୍ତି। ଏଥିରେ ବ୍ୟାପକ...
କୁଚିଣ୍ଡା,୧୦ା୮(ଡି.ଏନ.ଏ.): କୁଚିଣ୍ଡା ଉପଖଣ୍ଡରେ ୨୦୨୧ରେ ହୋଇଥିବା ଖରିଫ ଧାନ ଫସଲ ମରୁଡି ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରଦାନରେ କମ୍ପାନୀ ଟାଳଟୁଳ ନୀତି ଅବଲମ୍ବନ କରୁଛି।...
ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର...
ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ...