ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ୧୧ ଛାତ୍ରୀ ଅସୁସ୍ଥ

ଦେବଗଡ଼,୧୮।୧୧: ଦେବଗଡ଼ ଜିଲା ମୁଖ୍ୟ ହସ୍ପିଟାଲ ପରିସର ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରରେ ସୋମବାର ଏକ ଅଘଟଣ ଘଟିଛି। ୧୧ଜଣ ଏଏନ୍‌ଏମ୍‌ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ଅନ୍ୟପକ୍ଷେ ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ଛାତ୍ରୀମାନଙ୍କୁ ବାସି ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ଏନେଇ ଟ୍ରେନିଂ ସେଣ୍ଟରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଅନ୍ୟ ଛାତ୍ରୀମାନେ ପ୍ରିନ୍ସପାଲଙ୍କ ବଦଳି ଦାବିରେ ସିଡିଏମ୍‌ଓ ଅଫିସ ଘେରାଉ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri