Posted inଜାତୀୟ

ସୀମାରୁ ମିଳିଲାଣି ୧୧ ସୁଡ଼ଙ୍ଗ

ଜମ୍ମୁ,୫ା୫(ଆଇଏଏନ୍‌ଏସ୍‌): ଜମ୍ମୁର ସାମ୍ବା ସେକ୍ଟରରେ ପାକିସ୍ତାନ ସଂଲଗ୍ନ ଅନ୍ତର୍ଜାତୀୟ ବର୍ଡରରୁ ଏକ ସୁଡ଼ଙ୍ଗ ଠାବ ହେବା ପରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ପାକିସ୍ତାନ ଆଗରେ ଏହି ପ୍ରସଙ୍ଗ ଉଠାଇବ ବୋଲି କହିଛି।

ଖବରଦାତା ସମ୍ମିଳନୀରେ ଜମ୍ମୁ ବିଏସ୍‌ଏଫ୍‌ର ଇନ୍ସପେକ୍ଟର ଜେନେରାଲ ଡି. କେ. ବୋରା କହିଛନ୍ତି, ସାମ୍ବାରୁ ସୁଡ଼ଙ୍ଗ ଠାବ କରାଯିବା ଏକ ବଡ଼ ସଫଳତା। ୨୦୧୨ରୁ ଏ ପର୍ଯ୍ୟନ୍ତ ଜମ୍ମୁ ସୀମା ନିକଟରୁ ୧୧ଟି ସୁଡ଼ଙ୍ଗ ମିଳିଲାଣି। ଦେଢ଼ବର୍ଷରୁ କମ୍‌ ସମୟ ମଧ୍ୟରେ ଏହାକୁ ମିଶାଇ ୫ ସୁଡ଼ଙ୍ଗ ଠାବ ହୋଇଛି। ଗତ ଏପ୍ରିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜମ୍ମୁ ଗସ୍ତ ଅବସରରେ ଏହି ଟନେଲ ଯୋଗେ ଆକ୍ରମଣ ଯୋଜନା ହୋଇଥିବାର ସେପରି କିଛି ପ୍ରମାଣ ମିଳିନି। ସାମ୍ବା ଟନେଲ ଠାବ ଦ୍ୱାରା ଆଗକୁ ଅମରନାଥ ଯାତ୍ରା ଅବସରରେ ସମ୍ଭାବ୍ୟ ଆତଙ୍କବାଦୀ କାର୍ଯ୍ୟକଳାପକୁ ପଣ୍ଡ କରାଯାଇଥିବା ଡିଆଇଜି ଏସ୍‌. ପି. ଏସ୍‌. ସାନ୍ଧୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?