୧୧ ୟୁକ୍ରେନ ଡ୍ରୋନ୍‌ ଖସାଇଲା ରୁଷିଆ

ମସ୍କୋ,୨୯ା୯: ରୁଷିଆ- ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୀର୍ଘଦିନ ବିତିଯାଇଥିଲେ ମଧ୍ୟ ଥମିବାର ନାଁ ନେଉନି। ପରସ୍ପର ପରସ୍ପର ପ୍ରତି ଆକ୍ରମଣ ପ୍ରତି ଆକ୍ରମଣ ଜାରି ରଖିଛନ୍ତି। ଗୁରୁବାର ଦିନରେ ୟୁକ୍ରେନ ରୁଷିଆର ୩୪ଟି ଡ୍ରୋନ୍‌ ନଷ୍ଟ କରିଥିବା ବେଳେ ରାତିରେ ରୁଷିଆ ୟୁକ୍ରେନର ୧୧ଟା ଡ୍ରୋନ୍‌ ନଷ୍ଟ କରିଥିବା କହିଛି। ରୁଷିଆ ଶୁକ୍ରବାର କହିଛି, ୟୁକ୍ରେନର ୧୧ଟି ଡ୍ରୋନ୍‌କୁ ଆମେ ନଷ୍ଟ କରିଛୁ। ମାତ୍ର ୟୁକ୍ରେନ ଗୋଟିଏ ଡ୍ରୋ୍‌ନ ସାହାଯ୍ୟରେ ବିଦ୍ୟୁତ୍‌ ସବ୍‌-ଷ୍ଟେଶନରେ ୨ ବିସ୍ଫୋରକ ସାମଗ୍ରୀ ପକାଇ ସ୍ଥାନୀୟ ବିଦ୍ୟୁତ ଯୋଗାଣକୁ ବନ୍ଦ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri