ଶଂଖ ଛାଡି ପଦ୍ମ ଧରିଲେ ସରପଞ୍ଚଙ୍କ ସହ ୧୧ ୱାର୍ଡ ସଭ୍ୟ

ନୂଆପଡ଼ା,୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବଞ୍ଜରୀ ମଣ୍ଡଳ ଅନ୍ତର୍ଗତ କାଣ୍ଡେତରା ପଞ୍ଚାୟତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓ ବିଧାୟକ ବାବୁ ସିଂ ନିର୍ବାଚନୀ ପ୍ରଚାରରେ ଯାଇଥିବା ବେଳେ ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସଙ୍କ ସହ ୧୧ ୱାର୍ଡସଭ୍ୟ ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି।

ନୂତନ ଭାବେ ଯୋଗଦାନ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ତରୀୟ ଦେଇ ମନ୍ତ୍ରୀ ନାୟକ ଏବଂ ବିଧାୟକ ସ୍ବାଗତ କରିଥିଲେ। ଲୋକଙ୍କ ପାଇଁ ଲୋକଙ୍କ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ମନ୍ତ୍ରୀ ଜନସାଧାରଣଙ୍କୁ ଅବଗତ କରାଇବା ସହ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରାଇବାକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri