ବିଜେଡିର ବଢ଼ିଲା ଅଡ଼ୁଆ: ସରପଞ୍ଚଙ୍କ ସହ ୧୧ ୱାର୍ଡ ସଭ୍ୟ ମିଶିଲେ ଭାଜପାରେ

ନୂଆପଡ଼ା,୧ା୧୦ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ବଞ୍ଜରୀ ମଣ୍ଡଳ ଅନ୍ତର୍ଗତ କାଣ୍ଡେତରା ପଞ୍ଚାୟତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଓ ବିଧାୟକ ବାବୁ ସିଂ ନିର୍ବାଚନୀ ପ୍ରଚାରରେ ଯାଇଥିବା ବେଳେ ସ୍ଥାନୀୟ ସରପଞ୍ଚ କଲ୍ୟାଣୀ ଦାସଙ୍କ ସହ ୧୧ ୱାର୍ଡସଭ୍ୟ ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି। ନୂତନ ଭାବେ ଯୋଗଦାନ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ତରୀୟ ଦେଇ ମନ୍ତ୍ରୀ ନାୟକ ଏବଂ ବିଧାୟକ ସ୍ବାଗତ କରିଥିଲେ। ଲୋକଙ୍କ ପାଇଁ ଲୋକଙ୍କ ସରକାରଙ୍କ ଦ୍ୱାରା ଚାଲିଥିବା ବିଭିନ୍ନ କଲ୍ୟାଣକାରୀ ଯୋଜନା ବିଷୟରେ ମନ୍ତ୍ରୀ ଜନସାଧାରଣଙ୍କୁ ଅବଗତ କରାଇବା ସହ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରାଇବାକୁ ନିବେଦନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri